ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗବାଇ
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍ ବି.ଆର . ଗବାଇ … Read More
