ପରମାଣୁ ଅସ୍ତ୍ର ବ୍ଲାକମେଲିଂକୁ ସହିବୁ ନାହିଁ: ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଏବଂ ପାକିସ୍ତାନର ଡିଜିଏମଓଙ୍କ ମଧ୍ୟରେ ନିର୍ଦ୍ଧାରିତ ଆଲୋଚନା ପରେ ଦେଶକୁ ସମ୍ବୋଧିତ କରିଛନ୍ତି। ଅପରେସନ ସିନ୍ଦୂର ପରେ, ସେ ପ୍ରଥମ ଥର ପାଇଁ ଦେଶର ଜନତାଙ୍କ ସମ୍ମୁଖରେ ପାକିସ୍ତାନ, ପିଓକେ, ଅସ୍ତ୍ରବିରତି, ଆତଙ୍କବାଦକୁ … Read More
