ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାହୁଲ ଓ ଖଡ୍‌ଗେଙ୍କ ଚିଠି; ତୁରନ୍ତ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ତଥା ରାଜ୍ୟସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖିଛନ୍ତି। ଉଭୟ ନେତା ସେମାନଙ୍କ ପତ୍ରରେ ପ୍ରଧାନମନ୍ତ୍ରୀ … Read More

୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର, ୧୯ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଅସମ୍ଭାଳ ତାତି ।  ପ୍ରଚଣ୍ଡ ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି ।  ଆଜି ଦିନ ସାଢେ ଦୁଇଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର ।  ରାଜଧାନୀ ଭୁବନେଶ୍ବରର ତାପମାତ୍ରା ରହିଛି ୪୦ .୪ ଡିଗ୍ରୀ ସେଲସିୟସ । ୪୦ … Read More

ପହଲଗାମ ଉତ୍ତେଜନା ମଧ୍ୟରେ ପୁଲଓ୍ବାମା ସତ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସାମରିକ ବାହିନୀ ଏବେ ଉଗାରିଛି ପୁଲଓ୍ବାମା ସତ । ୨୦୧୯ ମସିହାରେ ପୁଲୱାମା ଆଟାକରେ ୪୦ ଜଣ ଅର୍ଦ୍ଧସାମରିକ କର୍ମଚାରୀଙ୍କ ହତ୍ୟାରେ ପାକିସ୍ତାନ ଭୂମିକା ନେଇ ମୁଖା ଖୋଲିଛି ନିଜେ ପାକିସ୍ତାନୀ ସେନା । … Read More

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୪୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର

ଭୁବନେଶ୍ୱର: ଥମୁନି ଗୋରୁ ଚାଲାଣ। ରାଜ୍ୟରୁ ପୁଣି ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ପଶ୍ଚିମବଙ୍ଗ କରାଯାଉଥିଲା ଚାଲାଣ। ଭୋଗରାଇ ଖେଡ଼ସାହିରୁ ଗୋରୁ ବୋଝେଇ ଟ୍ରକ୍‌ ଜବତ କଲା ପୋଲିସ। ଧରାପଡିବା ପରେ ଗାଡ଼ି ଛାଡ଼ି ଫେରାର ହେଲା ଡ୍ରାଇଭର। ଭୋଗରାଇ ଥାନାରେ ସମସ୍ତ … Read More

ବ୍ରହ୍ମୋସ ଉତ୍ପାଦନ ୟୁନିଟ୍ ଉଦ୍‌ଘାଟନ କଲେ ରାଜନାଥ: ବର୍ଷକୁ ୧୦୦ କ୍ଷେପଣାସ୍ତ୍ର ତିଆରି ହେବ

ଲକ୍ଷ୍ନୌ: ପାକିସ୍ତାନ ସହିତ ବଢୁଥିବା ସାମରିକ ଉତ୍ତେଜନା ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର ଉତ୍ତରପ୍ରଦେଶର ଲକ୍ଷ୍ନୌର  ପ୍ରତିରକ୍ଷା ଶିଳ୍ପ କରିଡରରେ ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟ୍‌କୁ ଭର୍ଚୁଆଲ୍ ଭାବରେ ଉଦ୍‌ଘାଟନ କରିଛନ୍ତି। ଉତ୍ପାଦନ ୟୁନିଟ୍‌କୁ ବାର୍ଷିକ … Read More

ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ, କୋଣ ଗୁଜ ଅନୁକୂଳ କରିବେ ରୂପକାର ସେବକ

ପୁରୀ :  ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ।  ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ବିଧି ଅନୁଷ୍ଠିତ ହେବ ।  ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ନେଇ ପୂଜାପଣ୍ଡା ସେବାୟତମାନେ ଚକ୍ରତୀର୍ଥ ରୋଡ ସ୍ଥିତ ଚକ୍ରନାରାୟଣଙ୍କୁ ପ୍ରଦାନ କରିବେ ।  ସନ୍ଧ୍ୟାଧୂପ … Read More

ଅପରେସନ୍ ସିନ୍ଦୂରକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂରକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଅସ୍ତ୍ର ବିରତି ପରେ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବୈଠକରେ ସିଡିଏସ୍ ଅନୀଲ ଚୌହାନ୍ , ଜାତୀୟ … Read More

ଭାରତ-ପାକିସ୍ତାନ ବିବାଦ: ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

ଭୁବନେଶ୍ୱର: ପହଲଗାମରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ … Read More

ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି: ବାୟୁସେନା

ନୂଆଦିଲ୍ଲୀ: ପାକିସ୍ତାନ ସହିତ ଯୁଦ୍ଧବିରତି ପରେ, ଭାରତୀୟ ବାୟୁସେନା (IAF) ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ସେନା କହିଛି ଯେ ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି। ଆଇଏଏଫ୍ କହିଛି ଯେ ଆମେ ଏହି ଅପରେସନର ଉଦ୍ଦେଶ୍ୟ ପୂରଣ କରିଛୁ ଏବଂ … Read More

ଧନ, ଜୀବନର ସୁରକ୍ଷା ଆମ ଦାୟିତ୍ୱ : ସିଭିଲ ଡିଫେନ୍ସ ସଙ୍ଗଠନରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର :  ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ।  ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ ।  ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ … Read More