୩୦୦-୪୦୦ ତୁର୍କି ଡ୍ରୋନ୍ ବ୍ୟବହାର କରି ଭାରତର ୩୬ ସ୍ଥାନକୁ ଟାର୍ଗେଟ କରିଥିଲା ପାକିସ୍ତାନ
ନୂଆଦିଲ୍ଲୀ,୯।୫: ଅପରେଶନ ‘ସିନ୍ଦୂର’ର ଜବାବ ଦେବାକୁ ଯାଇ ପାକିସ୍ତାନ ଗୁରୁବାର ଭାରତ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ଏହାକୁ ଭାରତ ବିଫଳ କରିଥିଲା। ତେବେ ପାକିସ୍ତାନ ତୁର୍କୀ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିଥିବା ଶୁକ୍ରବାର MEA ର ଏକ ପ୍ରେସ … Read More
