ଓଡ଼ିଶାକୁ ଫେରିଲା ହିଟ୍‌ଓ୍ବେଭ୍‌: ମେ ୧୪ ପର୍ଯ୍ୟନ୍ତ ତାତିରୁ ନାହିଁ ତ୍ରାହି

ଭୁବନେଶ୍ୱର ,୮।୫: କିଛି ଦିନର ବିରାମ ପରେ ତାପମାତ୍ରା ବୃଦ୍ଧି ସହିତ ଓଡ଼ିଶାକୁ ଗରମ ଏବଂ ଗୁଳୁଗୁଳି ଫେରିଛି, ଯାହା ସାଧାରଣ ଜୀବନଯାତ୍ରାକୁ ଗମ୍ଭୀର ଭାବେ ପ୍ରଭାବିତ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଏହି ପାଗ ମେ ୧୪ … Read More

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି ବୋଲି ଖାଦ୍ୟ … Read More

ସମୃଦ୍ଧ ଓଡ଼ିଶା ଗଠନ ଓ ବିକାଶ ପାଇଁ ମା’ ତାରାତାରିଣୀଙ୍କ ପୂଜାର୍ଚ୍ଚନା କରିଛି: ମୋହନ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଦେବୀ ‘ମା ତାରାତାରିଣୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମା’ଙ୍କ ନିକଟରେ ପୂଜାର୍ଚ୍ଚନା … Read More

ଲା​‌ହୋରରେ ପାକ୍ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ କଲା ଭାରତ​‌

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଜବାବରେ ଭାରତର ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଆତଙ୍କିତ ହୋଇପଡ଼ିଛି। ବିଳିବିଳେଇ ହୋଇଉଠି ସେ ଭାରତର ଅନେକ ସୀମାବର୍ତ୍ତୀ ଅଞ୍ଚଳରେ ଗୁଳିବର୍ଷା କରିଛି। ତେବେ ଭାରତୀୟ ସେନାର ପ୍ରତିଜବାବରେ ପାକିସ୍ତାନକୁ ବହୁତ କ୍ଷତି ସହିବାକୁ ପଡ଼ିଛି। ଭାରତ … Read More

ପାକ୍‌ ଉପରେ ଉଚିତ କାର୍ଯ୍ୟାନୁଷ୍ଠାନ, ସର୍ବଦଳୀୟ ବୈଠକ ପରେ ଆଗାମୀ ଯୋଜନା ବିଷୟରେ କହିଲେ ଓଓ୍ବୈସି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗୁରୁବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସରକାର ରାଜନୈତିକ ଦଳଗୁଡ଼ିକୁ ‘ଅପରେସନ ସିନ୍ଦୂର’ ବିଷୟରେ ସୂଚନା ଦେଇଛନ୍ତି। ଏହି ବୈଠକ ପରେ ଅଲ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ-ମୁସ୍ଲିମିନ୍ର ଅଧ୍ୟକ୍ଷ ଅସଦୁଦ୍ଦୀନ ଓଓ୍ବୈସି … Read More

ଲାହୋର ଛାଡ଼ିବାକୁ ଆମେରିକା ନାଗରିକଙ୍କୁ ନିର୍ଦେଶ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧସ୍ଵରୂପ ଭାରତର ଅପରେସନ ‘ସିନ୍ଦୂର’ର ୨ୟ ଦିନରେ ପାକିସ୍ତାନ ଉପରେ ପ୍ରଚଣ୍ଡ ଆକ୍ରମଣ ହୋଇଛି। ପାକିସ୍ତାନ ପ୍ରତିଆକ୍ରମଣ କରିବା ପରେ ଭାରତ ଏହାର କଡ଼ା ଜବାବ ଦେଇଛି। ୨ୟ ଦିନରେ ଭାରତ ପାକିସ୍ତାନର ରାଓ୍ବଲପିଣ୍ଡି … Read More

ପାକିସ୍ତାନ ଟାର୍ଗେଟ୍‌ରେ ଭାରତର ଏହି ୧୫ ସହର, କେଉଁ ମୁହୂର୍ତ୍ତରେ ବି କରିପାରେ ଆକ୍ରମଣ

ନୂଆଦିଲ୍ଲୀ,୮ା୫: ଭାରତର ୧୫ଟି ସହରକୁ ପାକିସ୍ତାନ ଟାର୍ଗେଟ୍‌ କରିଛି। ଏନେଇ ଗୁରୁବାର ସ୍ପଷ୍ଟ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ। ଉତ୍ତର ଓ ପଶ୍ଚିମ ପ୍ରାନ୍ତରରେ ଥିବା ସହରକୁ ଶତ୍ରୁଦେଶ ଟାର୍ଗେଟ କରିଛି। ଏଥିମଧ୍ୟରେ ଅବନ୍ତିପୁର, ଶ୍ରୀନଗର, ଜମ୍ମୁ, ପଠାନକୋଟ, ଅମୃତସର, କପୁରତାଲା, ଜଳନ୍ଧର, … Read More

ପାକିସ୍ତାନକୁ ଘାଇଲା କଲା ଭାରତର ଦେଶୀ ‘ଆତ୍ମଘାତୀ ଡ୍ରୋନ’, ଶତ୍ରୁଙ୍କୁ ନିଶାନା କରିବାରେ ଏକ୍ସପର୍ଟ

ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ ଦେଶୀୟ ନିର୍ମିତ ‘ସ୍କାଇଷ୍ଟ୍ରାଇକର’ ଆତ୍ମଘାତୀ ଡ୍ରୋନକୁ ସଠିକ ଆକ୍ରମଣ ପାଇଁ ମୁତୟନ କରିଥିଲା … Read More

ହାଇଆଲର୍ଟ ଘୋଷଣା ପରେ ପାଦରେ ଚାଲିଚାଲି ଲୋକଙ୍କ ଭଲମନ୍ଦ ପଚାରି ବୁଝିଲା ପୁଲିସ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଆଗ୍ରାରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ସେନା ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ମକ୍ ଡ୍ରିଲ୍ ସିରିଜ୍ ଆରମ୍ଭ ହୋଇଯାଇଥିବା ବେଳେ ଜନସାଧାରଣଙ୍କୁ … Read More

ଭାରତର ଆକ୍ରମଣରେ ଜୈସ ମୁଖ୍ୟ ରୌଫ ଆଝାର ମୃତ

ନୂଆଦିଲ୍ଲୀ : ମଇ ୭ ରାତିରେ ପାକିସ୍ତାନ ଉପରେ ଭାରତ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନରେ ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ତଥା ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରତିଷ୍ଠାତା ମାସୁଦ ଆଝାରର ପରିବାର ସଫା ହୋଇଯାଇଛି । ଆଝାର ପରିବାରର ମୋଟ ୧୦ … Read More