ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ … Read More

୧୨ରେ ଶପଥ ନେବେ ବିଚାରପତି ଦୀକ୍ଷିତ

କଟକ:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ … Read More

ରୁଷ୍ ଦୂତାବାସରେ ବିଜୁବାବୁଙ୍କ ସ୍ମାରକ ଫଳକ ଉନ୍ମୋଚିତ

ଭୁବନେଶ୍ବର : ନାଜିବାଦ ବିରୋଧରେ ରୁଷ୍ ବିଜୟର ୮୦ତମ ବାର୍ଷିକ ଉତ୍ସବ ପାଳନ ଆରମ୍ଭ ହୋଇଛି। ଏଥିପାଇଁ ଆସନ୍ତା ୯ରେ ମସ୍କୋରେ ବିଶାଳ ଆୟୋଜନ କରାଯାଉଛି। ଏହାପୂର୍ବରୁ ବୁଧବାର ନୂଆଦିଲ୍ଲୀର ରୁଷିଆ ହାଉସରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସାହସ … Read More

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଚାଲୁଥିବା ସ୍କୁଲ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ସତ୍ତ୍ୱେ ଯେଉଁ ସ୍କୁଲଗୁଡ଼ିକ ଚାଲୁ ରହିଛି ସେମାନଙ୍କ ବିରୁଦ୍ଧରେ ତୁରନ୍ତ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ … Read More

ଭୁବନେଶ୍ବରରେ ହେବ ସାଇନ୍ସ ସିଟି: ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା। ଗୁରୁବାର … Read More

ଅପରେଶନ ସିନ୍ଦୂରର ପ୍ରଭାବ, ଭୁବନେଶ୍ୱରରୁ ବାତିଲ ହେଲା ବିମାନ ଉଡାଣ

ଭୁବନେଶ୍ୱର: ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି, ଗୁରୁବାର ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନବନ୍ଦରରୁ ୨ଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱରରୁ ହିଣ୍ଡନ ଗାଜିଆବାଦକୁ ବିମାନ … Read More

ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ

ଭୁବନେଶ୍ୱର: ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ ପାଇଁ ଏକ ଐତିହାସିକ ବିମାନ ଚଳାଚଳ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ … Read More

‘ପାକିସ୍ତାନ ସାଇବର ଫୋର୍ସ’ ଦ୍ୱାରା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୱେବସାଇଟ୍ ହ୍ୟାକ୍

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ପରବର୍ତ୍ତୀ ସମୟରେ ଅପରେସନ ସିନ୍ଦୂର ମାଧ୍ୟମରେ ଭାରତର ସାମରିକ ପ୍ରତିକ୍ରିୟା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ)ର ୱେବସାଇଟ୍ ‘ପାକିସ୍ତାନ ସାଇବର … Read More

ଅତିକମ୍‌ରେ ନିପାତ ହୋଇଛନ୍ତି ୧୦୦ ଆତଙ୍କୀ : ରାଜନାଥ

ନୂଆଦିଲ୍ଲୀ: ଦିଲ୍ଲୀ ସଂସଦ ଭବନରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଅପରେସନ୍ ସିନ୍ଦୂରରେ ଅତିକମ୍‌ରେ ୧୦୦ ଆତଙ୍କବାଦୀ ନିପାତ ହୋଇଛନ୍ତି। ୨୫ ମିନିଟ୍ ଭିତରେ … Read More

ଗୁଗଲ୍‌ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆଙ୍କ ଧର୍ମ କ’ଣ !

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ପାକିସ୍ତାନ ଓ ପାକ୍‌ ଅଧିକୃତ ଜମ୍ମୁ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍‌ କରିଛି । ଏହି ବଡ ପଦକ୍ଷେପ ନିଆଯିବା ପରେ ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। … Read More