ପଶ୍ଚିମବଙ୍ଗ ସରକାର ସକାରାତ୍ମକ ପଦକ୍ଷେପ ନ ନେଲେ, ଆମେ ପଦକ୍ଷେପ ନେବୁ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୀଘାରେ ଶୁଭାରମ୍ଭ ହୋଇଥିବା ଜଗନ୍ନାଥ ମନ୍ଦିରକୁ ସ୍ଥାନୀୟ ସରକାର ‘ଜଗନ୍ନାଥ ଧାମ’ ଲେଖିବାକୁ ନେଇ ରିପୋର୍ଟ ଦୁଇ ଦିନ ତଳେ ଆସିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ସବୁ କଥା ଅବଗତ କରାଯାଇଛି। ସେ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି ଯେ … Read More

୯ରୁ ବଢିବ ତାତି : ଆଜି ୮ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର : ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ’ ୧୩ରେ ଦକ୍ଷିଣ-ଆଣ୍ଡାମାନ ସାଗରକୁ ଛୁଇଁବ। ଦକ୍ଷିଣ-ବଙ୍ଗୋପସାଗର କିଛି ଅଞ୍ଚଳ ଏବଂ ନିକୋବର ଦୀପପୁଞ୍ଜ ଅଞ୍ଚଳକୁ ଆଗାମୀ ୧୩ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଅଗ୍ରସର ହେବ। ଏଥିପାଇଁ ପାଗ ଅନୁକୂଳ ରହିଛି … Read More

ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଛତ୍ରପୁର : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆରଇଏଲ ଛକ ନିକଟ ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛତ୍ରପୁର ବ୍ଲକ ଲକ୍ଷ୍ମୀପୁର ଗାଁର ଡି.ପୁରୁଷୋତ୍ତମ ରେଡ୍ଡୀ। ସେ ଉକ୍ତ … Read More

ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଂଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ … Read More

ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତୀକରଣ ପାଇଁ … Read More

ନକ୍ସଲ ଅପରେସନ୍‌ ଜାରି: ମାଓବାଦୀ ଲୁଚିବା ପାଇଁ ଜଙ୍ଗଲରେ ନାହିଁ ସ୍ଥାନ!

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ଏବଂ ଛତିଶଗଡ଼ର ବିଜାପୁରକୁ ଲାଗି ରହିଥିବା କାରଗେଟ୍ଟା ଜଂଗଲରେ ଗତ ୧୬ ଦିନ ଧରି ଯବାନ ଲଗାତାର ଅପରେସନ ଜାରି ରଖିଛନ୍ତି। ଆଜିକୁ ୧୬ ଦିନ ବିତିଥିବା ବେଳେ ଗତକାଲି ରାତିରୁ ଜଂଗଲରେ ନକ୍ସଲଙ୍କ ସହ ଗୁଳିବିନିମୟ … Read More

ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ​ଲେଖିଲେ ଗଜପତି ମହାରାଜା

ପୁରୀ : ପଶ୍ଚିମବଙ୍ଗ ଦୀଘା ମନ୍ଦିର ପ୍ରତିଷ୍ଠାକୁ ନେଇ ବିବାଦ ତେଜିବାରେ ଲାଗିଛି। ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ଉଲ୍ଲେଖ କରିବା ନେଇ କେବଳ ଓଡ଼ିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ଆରମ୍ଭ ହୋଇଥିବା ବିତର୍କ ଥମିନାହିଁ। ପୁରୀ ଜଗନ୍ନାଥ ଧାମକୁ ଇଜ୍ଜତ … Read More

ମେ’ ୧୨ ସୁଦ୍ଧା ସିବିଏସ୍‌ଇ ଫଳ !

ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ)ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ମେ’ ୧୨ ସୁଦ୍ଧା ପ୍ରକାଶ ପାଇବା ସମ୍ଭାବନା ରହିିଛି। ଦଶମରେ ପ୍ରାୟ ୨୪.୧୨ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ … Read More

‘ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର କ୍ରମାଗତ ଉଦ୍ୟମ କରୁଛନ୍ତି’

ଭୁବନେଶ୍ୱର: ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ … Read More

ଯୁଦ୍ଧ ପାଇଁ ମକ୍ ଡ୍ରିଲ୍, ବାଜିଲା ସାଇରନ୍

ଭୁବନେଶ୍ବର : ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍‌ ଡ୍ରିଲ୍‌। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ … Read More