ପାକିସ୍ତାନରେ କୌଣସି ଆତଙ୍କବାଦୀ ଶିବିର ନାହିଁ, ଆମେ ଆତଙ୍କବାଦୀଙ୍କ ବିରୋଧୀ: ପାକ୍ ମନ୍ତ୍ରୀ
ନୂଆଦିଲ୍ଲୀ: ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଏୟାରଷ୍ଟ୍ରାଇକ୍ କରିଛି। ପହଲଗାମରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେବା ପାଇଁ ‘ଅପରେସନ୍ ସିନ୍ଦୂର’ ଅଧୀନରେ ଏୟାରଷ୍ଟ୍ରାଇକ୍ କରିଛି ଭାରତ। ଏହା ପରେ ପାକିସ୍ତାନରେ ଆତଙ୍କ … Read More
