ଅପରେସନ ସିନ୍ଦୁର ପରେ ସ୍କୁଲ କଲେଜ ସବୁ ବନ୍ଦ
ନୂଆଦିଲ୍ଲୀ: ପାକିସ୍ତାନ ଉପରେ ବଡ଼ ବଦଲା ନେଇଛି ଭାରତୀୟ ସେନା। ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (PoK)ରେ ଥିବା ଆତଙ୍କବାଦୀ ଆଡ୍ଡାଗୁଡିକ ଉପରେ ମିସାଇଲ ଆକ୍ରମଣ କରାଯାଇଛି। ଏହି ସୈନ୍ୟ ଅଭିଯାନର ନାମ ଦିଆଯାଇଛି ‘ଅପରେସନ ସିନ୍ଦୂର’। ଏହି ଆକ୍ରମଣ … Read More
