ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି

ଭୁବନେଶ୍ୱର,୬।୫: ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏ ନେଇ ମୁହଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି । … Read More

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ

ବାଲଶ୍ବର : ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ … Read More

ଆସନ୍ତାକାଲି ମକ୍‌ଡ୍ରିଲ୍‌, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍‌

ଭୁବନେଶ୍ଵର: ରାଜ୍ୟରେ ମକ୍‌ଡ୍ରିଲ୍‌ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ, … Read More

୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା … Read More

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରି

ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ … Read More

‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ

ନୂଆଦିଲ୍ଲୀ: ‘ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି … Read More

ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍‌ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍‌ ଘଟଣା ପରେ ଅଟକ ଥିବା ଯୁବକଙ୍କୁ … Read More

ଭାରତକୁ କତରର ସମର୍ଥନ ! ଚିନ୍ତାରେ ପାକିସ୍ତାନ

ନୂଆଦିଲ୍ଲୀ : ମୁସଲିମ ଦେଶ କତରର ଅମୀର ଶେଖ୍ ତାମିମ୍ ବିନ୍ ହମାଦ୍ ଅଲ୍-ଥାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ସେ ପହଲଗାମ ହତ୍ୟାକାଣ୍ଡରେ ମୃତ ଲୋକଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ସେ ଆତଙ୍କବାଦୀମାନଙ୍କୁ ନ୍ୟାୟ ଦେବା … Read More

ଦେଶବ୍ୟାପୀ ହେବ ମକ୍ ଡ୍ରିଲ୍: କ’ଣ କରିବେ ଓ କ’ଣ କରିବେନି, ୧୦ଟି ଜିନିଷ ଉପରେ ଧ୍ୟାନ ରଖନ୍ତୁ ନାଗରିକ

ଭୁବନେଶ୍ୱର, ୫ା୫: ମେ ୭ ତାରିଖରେ, ଭାରତ ୨୪୪ଟି ନିର୍ଦ୍ଦିଷ୍ଟ ଜିଲାରେ ଜାତୀୟ ନାଗରିକ ପ୍ରତିରକ୍ଷା ମକ୍ ଡ୍ରିଲ୍ କରିବ। ଏହି ପଦକ୍ଷେପ ଏପ୍ରିଲ ୨୨ ପାହାଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ଆଶା ଏବଂ ଭାରତ-ପାକିସ୍ତାନ ସୀମାରେ ଉଚ୍ଚ ସୁରକ୍ଷା ସତର୍କତା ମଧ୍ୟରେ … Read More

ଜାତିଗତ ଜନଗଣନା ଉପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ସରକାରଙ୍କ ଜାତିଗତ ଜନଗଣନା ନିଷ୍ପତ୍ତି ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ତେଲେଙ୍ଗାନା ମଡେଲକୁ ଗ୍ରହଣ କରିବା ସହିତ ଏହି ପ୍ରସଙ୍ଗରେ ଶୀଘ୍ର ସମସ୍ତ ରାଜନୈତିକ ଦଳ ସହିତ ଆଲୋଚନା କରିବାକୁ ଅନୁରୋଧ … Read More