ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ତିନି ମୃତ

କଟକ: ନିର୍ମାଣାଧୀନ ବ୍ରିଜ୍‌ରେ ଅଘଟଣ ଘଟିଛି। କଟକର ଖାନ୍‌ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍‌ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତରଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ … Read More

ପାକିସ୍ତାନ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭାରତକୁ ପୂର୍ଣ୍ଣ ଅଧିକାର ଅଛି: ପୂର୍ବତନ ଆମେରିକୀୟ ଏନଏସଏଙ୍କ ଖେଲା ସମର୍ଥନ

ୱାଶିଂଟନ: ପୂର୍ବତନ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଜନ୍ ବୋଲ୍ଟନ କହିଛନ୍ତି ଯେ, ଦକ୍ଷିଣ ଏସିଆରେ କେହି ସଂଘର୍ଷ ଦେଖିବାକୁ ଚାହାନ୍ତି ନାହିଁ କିନ୍ତୁ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତକୁ ପାକିସ୍ତାନ ବିରୁଦ୍ଧରେ ଆତ୍ମରକ୍ଷା ପାଇଁ କାର୍ଯ୍ୟାନୁଷ୍ଠାନ ନେବାର … Read More

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ … Read More

ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ବୈଠକ, ମତାମତ ପାଇଁ ସେବାୟତ ନିଯୋଗକୁ ଚିଠି

ପୁରୀ : ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ବୈଠକ ଶେଷ ହୋଇଛି  l  ବୈଠକରେ ମହାପ୍ରଭୁଙ୍କ ତିନି ବାଡ଼ର ବାଡ଼ଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଏଲୋଚନା ହୋଇଥିଲା  l  ବୈଠକରେ ୪ଟି ବିନ୍ଦୁକୁ ନେଇ … Read More

ସିରିଆରେ ତୁର୍କୀ ଏବଂ ଇସ୍ରାଏଲୀ ଯୁଦ୍ଧ ବିମାନ ମୁହାଁମୁହିଁ

ଡାମାସ୍କସ୍: ସିରିଆରେ ଇସ୍ରାଏଲ ଏବଂ ତୁର୍କୀ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ସିରିଆରେ ଇସ୍ରାଏଲୀ ବିମାନ ଆକ୍ରମଣ ପରେ ତୁର୍କୀ ଏବଂ ଇସ୍ରାଏଲୀ ଲଢ଼ୁଆ ବିମାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖାଯାଇଛି। ସିରିଆରେ ଉଭୟ ଦେଶର ଯୁଦ୍ଧ … Read More

ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ: ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ଦୃଢ଼ ପ୍ରତିବାଦ

ଭୁବନେଶ୍ୱର: ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ ଜୋର ଧରିଛି। ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ। ଚାରିଆଡେ ଅସନ୍ତୋଷ ତେଜିଛି। ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି। … Read More

୪ ଆନ୍ତଃ ରାଜ୍ୟ ଠକ ଗିରଫ, ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ନେଇଥିଲେ ଟଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ପେଶାଲ କ୍ରାଇମ୍ ୟୁନିଟ ଦ୍ୱାରା ୪  ଆନ୍ତ ରାଜ୍ୟ ଠକ ଗିରଫ । ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ୪ ଜଣ ଗିରଫ । ନିଟ ପରୀକ୍ଷା ପୂର୍ବରୁ ୪ ଜଣଙ୍କୁ ଗିରଫ … Read More

ଶିମଲାର ସଞ୍ଜୌଲି ମସଜିଦ ଅବୈଧ, ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

ଶିମଲା: ହିମାଚଳ ପ୍ରଦେଶର ରାଜଧାନୀ ସିମଲାର ସଞ୍ଜୌଲିରେ ନିର୍ମିତ ମସଜିଦ ସମ୍ପୂର୍ଣ୍ଣ ବେଆଇନ ଏବଂ ମସଜିଦର ସମସ୍ତ ଚାରୋଟି ମହଲାକୁ ଭାଙ୍ଗି ଦିଆଯିବ ବୋଲି ଶିମଲା ମ୍ୟୁନିସିପାଲ କର୍ପୋରେସନର କମିଶନର କୋର୍ଟ ରାୟ ଶୁଣାଇଛନ୍ତି । ଏମ୍ସି କୋର୍ଟ ସ୍ପଷ୍ଟ ଭାବରେ … Read More

‘ଜଗନ୍ନାଥ ଧାମ ନାଁ, ଗ୍ରହଣୀୟ ନୁହେଁ’, ବର୍ଷିଲେ ସୁଦର୍ଶନ

ଭୁବନେଶ୍ବର: ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ । ଚାରିଆଡେ ଅସନ୍ତୋଷ ତେଜିଛି । ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି । ଜଗନ୍ନାଥ ମନ୍ଦିର କଲେ, ହେଲେ କାହିଁକି … Read More

ସିଡିପିଓଙ୍କ ଅମାପ ସମ୍ପତ୍ତି, ଭୁବନେଶ୍ୱରରେ ରହିଛି ୩୩୦୦ ବର୍ଗ ଫୁଟର ତିନି ମହଲା ଘର

କଟକ : ଭିଜିଲାନ୍ସ ଜାଲରେ ଶିଶୁ ବିକାଶ ଅଧିକାରୀ ଶକୁନ୍ତଳା ଦାସ । ଜଣେ ନବନିଯୁକ୍ତ ଅଙ୍ଗନବାଡ଼ି ହେଲପରଙ୍କ ଦରମା କରାଇଦେବା ପାଇଁ ଗତକାଲି ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ଶକୁନ୍ତଳା ଦାସ … Read More