ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ ଓ ରପ୍ତାନୀ ବନ୍ଦ

ପହଲଗାଓଁ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି । ଭାରତ ପକ୍ଷରୁ ପାକିସ୍ତାନରୁ ଆମଦାନୀ ରପ୍ତାନୀ ବନ୍ଦ କରାଯାଇଛି । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍ କରିଛନ୍ତି ଭାରତ … Read More

ରାଜା ଚକ୍ରର ଓକିଲଙ୍କ ନାଁରେ ମାନହାନୀ ମୋକଦ୍ଦମା ଦାୟର କଲେ ମନମୋହନ ସାମଲ

ବାଲେଶ୍ବର: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା । ମକଦ୍ଦମା ଦାଏର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ବିବେଦୀଙ୍କ ନାଁରେ ମକଦ୍ଦମା । ବାଲେଶ୍ବର ଏସଡିଜିଏମ୍‌ଙ୍କ କୋର୍ଟରେ ମକଦ୍ଦମା ହେଲା … Read More

କେନ୍ଦ୍ରକୁ ଗଲେ ବରିଷ୍ଠ ଆଇଏଏସ ଅଧିକାରୀ ନିକୁଞ୍ଜ ଧଳ, ଦାୟିତ୍ବ ମୁକ୍ତ କଲେ ଓଡ଼ିଶା ସରକାର

ଭୁବନେଶ୍ଵର: ବରିଷ୍ଠ ଆଇଏଏସ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଓଡ଼ିଶା ସରକାର ଦାୟିତ୍ବ ମୁକ୍ତ କରିଛନ୍ତି । ସେ କେନ୍ଦ୍ରରେ ସଂସଦୀୟ ବ୍ୟାପର ମନ୍ତ୍ରଣାଳୟର ଓଏସଡି ଭାବେ କାର୍ଯ୍ୟ କରିବେ । ନିକୁଞ୍ଜ ଧଳଙ୍କୁ … Read More

ବେଆଇନଭାବେ ବାଂଲାଦେଶୀଙ୍କୁ ଭାରତକୁ ଆଣୁଥିବା ରାକେଟର ମାଷ୍ଟରମାଇଣ୍ଡ ଗିରଫ

ନୂଆଦିଲ୍ଲୀ: ଦେଶବ୍ୟାପୀ ବେଆଇନ ଭାବରେ ରହୁଥିବା ବାଂଲାଦେଶୀମାନଙ୍କ ବିରୁଦ୍ଧରେ ନିରନ୍ତର ଅଭିଯାନ ଚାଲିଛି। ଏହି କ୍ରମରେ, ଦିଲ୍ଲୀ ପୁଲିସ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦିଲ୍ଲୀ ପୁଲିସ ବାଂଲାଦେଶୀମାନଙ୍କୁ ବେଆଇନ ଭାବରେ ଭାରତରେ ପ୍ରବେଶ କରିବାରେ ସାହାଯ୍ୟ କରୁଥିବା ରାକେଟର … Read More

ରାଜ୍ୟରେ ହେବ ଆଉ ୬ଟି ନୂଆ ହୋଟେଲ୍‌ ଏବଂ ରିସର୍ଟ

ଭୁବନେଶ୍ବର: ରାଜ୍ୟରେ ଆଉ ୬ଟି ନୂଆ ହୋଟେଲ୍‌ ଓ ରିସର୍ଟ ଖୋଲାଯିବ । ଏନେଇ ଶୁକ୍ରବାର ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ୍‌ ୱିଣ୍ଡୋ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏହି ହୋଟେଲ ଆଉ ରିସର୍ଟ ଗୁଡିକ … Read More

ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି

ଭୁବନେଶ୍ଵର:  ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି ଦେଇଛନ୍ତି ସରକାର । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି କାର୍ଯ୍ୟକାରୀ ହୋଇଛି। ସୁଶାନ୍ତ କୁମାର ନାଥ, ଆଇପିଏସ୍ (ଆରଆର-୧୯୯୩), ଯିଏ କେନ୍ଦ୍ରୀୟ ଡେପୁଟେସନରୁ ପ୍ରତ୍ୟାବର୍ତ୍ତନ ପରେ ଗୃହ ବିଭାଗରେ … Read More

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର … Read More

ତିନିବର୍ଷ ପାଇଁ ବାସନ୍ଦ ହେଲେ ଏସ୍ ଶ୍ରୀସନ୍ଥ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଏସ୍ ଶ୍ରୀସନ୍ଥଙ୍କୁ ୩ ବର୍ଷ ପାଇଁ କ୍ରିକେଟ୍ ଆସୋସିଏସନ୍ ବାସନ୍ଦ କରିଛି। ଏହି ମାମଲା ସଞ୍ଜୁ ସାମସନଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ସାମିଲ ନ କରାଯିବା ସହିତ ଜଡିତ ରହିଛି। କେରଳ … Read More

ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। … Read More

ପାକ ପ୍ରଧାନମନ୍ତ୍ରୀଙ୍କ ୟୁଟ୍ୟୁବ୍ ଚ୍ୟାନେଲ ବ୍ୟାନ୍ କଲା ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଯାଉଛି । ଏହି ସମୟରେ ଭାରତ ପାକିସ୍ତାନ ଉପରେ ବିଭିନ୍ନ ପ୍ରକାର ଆକ୍ସନ ନେଉଛି । ବର୍ତମାନ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ … Read More