ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ … Read More

ଯୁଦ୍ଧ ଆଶଙ୍କାରେ ଖାଦ୍ୟ, ପାଣି ମହଜୁଦ କରିବାକୁ ଲୋକଙ୍କୁ କହିଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ସମ୍ପୂର୍ଣ୍ଣ ନିଶ୍ଚିତ ହୋଇଯାଇଛି ଯେ ଭାରତ ନିଶ୍ଚିତ ଭାବରେ ତାଙ୍କ ଉପରେ ଆକ୍ରମଣ କରିବ। ତେଣୁ, ଭାରତୀୟ ସେନାର ଆକ୍ରମଣର ସମ୍ମୁଖୀନ ହେବା ପାଇଁ ପାକିସ୍ତାନ ପ୍ରତ୍ୟେକ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି … Read More

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି … Read More

ଇମ୍ରାନଙ୍କୁ ସାହାଯ୍ୟ ମାଗିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନର ବର୍ତ୍ତମାନର ପରିସ୍ଥିତି ରାଜନୈତିକ ସମୀକରଣରେ ଏକ ନାଟକୀୟ ପରିବର୍ତ୍ତନ ଆଡ଼କୁ ଇଙ୍ଗିତ କରୁଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହିତ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ଭାବ୍ୟ ସାମରିକ ଜବାବ ମଧ୍ୟରେ, ପାକ୍ ସେନା ମୁଖ୍ୟ ଅସୀମ ମୁନିର … Read More

ଜଗତପୁରରେ ଚାଲିଛି ନକଲି ଓ୍ବାସିଂ ପାଉଡର କାରଖାନା ; ଓ୍ବାସିଂ ପାଉଡର, ଲେବଲ ଷ୍ଟିକର ଜବତ

କଟକ: କଟକ ଜଗତପୁରରେ ନକଲି ୱାସିଂ ପାଉଡର କାରଖାନା ଠାବ । ଅପମିଶ୍ରଣ ସହ ବ୍ରାଣ୍ଡେଡ୍ କଂପାନୀ ନାଁରେ ତିଆରି କରି ବିକାଯାଉଥିଲା । ଜଗତପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢାଉ କରିଥିଲା । ଜଗତପୁର ଅଣ୍ଢେଇ ସାହିରେ … Read More

କିଟ୍ ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଲେ ଦୁଇ ମନ୍ତ୍ରୀ

ଭୁବନେଶ୍ବର: ଗୁରୁବାର ରାତିରେ କିଟ୍ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଘଟଣାରେ … Read More

ବିଜିନ୍‌ଜମ ବନ୍ଦର ଉଦ୍‌ଘାଟନ କରି କହିଲେ ପ୍ରଧାନମନ୍ତ୍ରୀ- ଆଜି ଅନେକଙ୍କ ନିଦ ହଜିଯିବ

କେରଳର ଥିରୁଭାନନ୍ତପୁରମରେ ନିର୍ମିତ ବିଝିନଜମ ଅନ୍ତର୍ଜାତୀୟ ବନ୍ଦରକୁ ଶୁକ୍ରବାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅନ୍ତର୍ଜାତୀୟ ବନ୍ଦରକୁ ସେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ପରୋକ୍ଷ ଭାବେ ସମାଲୋଚନା କରିଛନ୍ତି। ଏହି ବନ୍ଦର … Read More

ଟେକନିକାଲ ଟିମ ଯାଞ୍ଚ ପାଇଁ ପୁରୁଣା ବ୍ରାହ୍ମଣୀ ପୋଲ ଯାନବାହାନ ଚଳାଚଳ ବନ୍ଦ

ରାଉରକେଲା: ଆଜି ସକାଳୁ ବନ୍ଦ ରହିଛି ପାନପୋଷ ପୁରୁଣା ବ୍ରାହ୍ମଣୀ ବ୍ରିଜ୍‌ରେ ଯାନ ବାହାନ ଚଳାଚଳ। ଏହି ବ୍ରିଜ୍ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବାର ସମ୍ଭାବନା ରହିଛି। ସମସ୍ତ ଚାରି ଚକିଆ ଏବଂ ତିନି ଚକିଆ ଯାନ ଚଳାଚଳକୁ ବନ୍ଦ … Read More

କିଟ୍‌ରେ ଛାତ୍ରୀ ମୃତ୍ୟୁ; ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ: ନେପାଳ ମନ୍ତ୍ରୀ

ଭୁବନେଶ୍ବର: କିଟ୍‌ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ଘଟଣାରେ ଉଦ୍‌ବେଗ ସହ ଦୁଃଖ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା । ଟ୍ବିଟ୍ କରି ମୃତ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି … Read More

ଚଳିତ ରଥଯାତ୍ରା ହେବ ଆହୁରି ଶୃଙ୍ଖଳିତ: ପାର୍କିଂସ୍ଥଳ ଜଗିବେ ଘରୋଇ ସୁରକ୍ଷା କର୍ମୀ, ଖର୍ଚ୍ଚ ହେବ ୧୪ ଲକ୍ଷ ଟଙ୍କା

ପୁରୀ : ଚଳିତ ରଥଯାତ୍ରାକୁ ଆହୁରି ଶୃଙ୍ଖଳିତ ଓ ସୂଚାରରୂପେ ଶେଷ କରିବାକୁ ପ୍ରଥମ ଥର ପାଇଁ ମୁତୟନ ହେବେ ଘରୋଇ ସୁରକ୍ଷା କର୍ମୀ । ଏମାନେ ରଥଯାତ୍ରା ବେଳେ ବିଭିନ୍ନ ପାର୍କିଂସ୍ଥଳ ଜଗିବେ । ଯାନବାହନ ନିୟନ୍ତ୍ରଣରେ ସାହାଯ୍ୟ କରିବେ । … Read More