ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା … Read More

ଗୃହରକ୍ଷୀ ପରୀକ୍ଷା: ଆଉ ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ବର: ଗୃହରକ୍ଷୀ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି। ଗଜପତିରେ ଗୃହରକ୍ଷୀ ପରୀକ୍ଷା ବେଳେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଦୀପକ ପାଡ଼ାଲ। ସୂଚନା ଅନୁସାରେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ … Read More

କୋରାପୁଟ ପୁଲିସକୁ ସଫଳତା, ଅପରେସନ୍ ବେଳେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ନକ୍ସଲ

କୋରାପୁଟ : କୋରାପୁଟ ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ଜଣେ ଏରିଆ କମିଟି ମେମ୍ବର (ACM) ସ୍ତରର କ୍ୟାଡର ନକ୍ସଲକୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ। ଗିରଫ ନକ୍ସଲର ନାଁ କୁଞ୍ଜମ ହିଡ଼ମା। ତା’ ପାଖରୁ ଗୋଟିଏ ଏକେ-୪୭ ରାଇଫଲ, ୩୫ ରାଉଣ୍ଡ … Read More

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ: ଟଳିପଡ଼ିଲେ ଜଣେ ପ୍ରାର୍ଥୀ, ୭ ଗୁରୁତର, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଜପତି : ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। … Read More

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା : ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି ବସିଥିଲା … Read More

ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ସାକ୍ଷୀଗୋପାଳ : ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର … Read More

ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଆମର ପ୍ରତିବଦ୍ଧତା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଏବଂ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହୋଇଯାଇଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ … Read More

ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ … Read More

ପୋଲ ଉପରେ ୪ ଫୁଟର ପାଣି, ବୌଦ୍ଧ-ବଲାଙ୍ଗୀର ଯୋଗାଯୋଗ ବିଚ୍ଛିନ୍ନ

ବୌଦ୍ଧ ଜିଲ୍ଲାରେ ଏକ ପୋଲ ଉପରେ ୪ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲା ମଧ୍ୟରେ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ଖବର ଅନୁସାରେ, ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ାକୁ ରେକଡୋଲ … Read More

ମେୟର ସୁଲୋଚନା ଦାସଙ୍କ ବିରୋଧରେ ଥାନାରେ ଏତଲା

ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ବିରୋଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବରୁ ବାଂଲାଦେଶୀ ପ୍ରବାସୀଙ୍କୁ ସମର୍ଥନ କଲା … Read More