ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର … Read More

ତିନିବର୍ଷ ପାଇଁ ବାସନ୍ଦ ହେଲେ ଏସ୍ ଶ୍ରୀସନ୍ଥ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଏସ୍ ଶ୍ରୀସନ୍ଥଙ୍କୁ ୩ ବର୍ଷ ପାଇଁ କ୍ରିକେଟ୍ ଆସୋସିଏସନ୍ ବାସନ୍ଦ କରିଛି। ଏହି ମାମଲା ସଞ୍ଜୁ ସାମସନଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ସାମିଲ ନ କରାଯିବା ସହିତ ଜଡିତ ରହିଛି। କେରଳ … Read More

ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। … Read More

ପାକ ପ୍ରଧାନମନ୍ତ୍ରୀଙ୍କ ୟୁଟ୍ୟୁବ୍ ଚ୍ୟାନେଲ ବ୍ୟାନ୍ କଲା ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଯାଉଛି । ଏହି ସମୟରେ ଭାରତ ପାକିସ୍ତାନ ଉପରେ ବିଭିନ୍ନ ପ୍ରକାର ଆକ୍ସନ ନେଉଛି । ବର୍ତମାନ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ … Read More

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ … Read More

ଯୁଦ୍ଧ ଆଶଙ୍କାରେ ଖାଦ୍ୟ, ପାଣି ମହଜୁଦ କରିବାକୁ ଲୋକଙ୍କୁ କହିଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ସମ୍ପୂର୍ଣ୍ଣ ନିଶ୍ଚିତ ହୋଇଯାଇଛି ଯେ ଭାରତ ନିଶ୍ଚିତ ଭାବରେ ତାଙ୍କ ଉପରେ ଆକ୍ରମଣ କରିବ। ତେଣୁ, ଭାରତୀୟ ସେନାର ଆକ୍ରମଣର ସମ୍ମୁଖୀନ ହେବା ପାଇଁ ପାକିସ୍ତାନ ପ୍ରତ୍ୟେକ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି … Read More

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି … Read More

ଇମ୍ରାନଙ୍କୁ ସାହାଯ୍ୟ ମାଗିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନର ବର୍ତ୍ତମାନର ପରିସ୍ଥିତି ରାଜନୈତିକ ସମୀକରଣରେ ଏକ ନାଟକୀୟ ପରିବର୍ତ୍ତନ ଆଡ଼କୁ ଇଙ୍ଗିତ କରୁଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହିତ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ଭାବ୍ୟ ସାମରିକ ଜବାବ ମଧ୍ୟରେ, ପାକ୍ ସେନା ମୁଖ୍ୟ ଅସୀମ ମୁନିର … Read More

ଜଗତପୁରରେ ଚାଲିଛି ନକଲି ଓ୍ବାସିଂ ପାଉଡର କାରଖାନା ; ଓ୍ବାସିଂ ପାଉଡର, ଲେବଲ ଷ୍ଟିକର ଜବତ

କଟକ: କଟକ ଜଗତପୁରରେ ନକଲି ୱାସିଂ ପାଉଡର କାରଖାନା ଠାବ । ଅପମିଶ୍ରଣ ସହ ବ୍ରାଣ୍ଡେଡ୍ କଂପାନୀ ନାଁରେ ତିଆରି କରି ବିକାଯାଉଥିଲା । ଜଗତପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢାଉ କରିଥିଲା । ଜଗତପୁର ଅଣ୍ଢେଇ ସାହିରେ … Read More

କିଟ୍ ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଲେ ଦୁଇ ମନ୍ତ୍ରୀ

ଭୁବନେଶ୍ବର: ଗୁରୁବାର ରାତିରେ କିଟ୍ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଘଟଣାରେ … Read More