ଜନଗଣନା ସମୟରେ ମୁସ୍‌ଲମାନମାନଙ୍କୁ ବି ପଚରାଯିବ ଜାତି

ନୂଆଦିଲ୍ଲୀ: ଭାରତରେ ଜାତିଗତ ଜନଗଣନା ହେବା ନେଇ ଘୋଷଣା କରିସାରିଛନ୍ତି କେନ୍ଦ୍ର ସରକାର । ମୋଦୀ ସରକାରଙ୍କ ଏହି ଘୋଷଣା ପରେ, ଏବେ ସବୁଠି ଚର୍ଚ୍ଚା କେମିତି ହେବ ଏହି ଜାତି ଜନଗଣନା? ଜାତି ସହିତ ଲୋକଙ୍କ ଧର୍ମ ବିଷୟରେ ମଧ୍ୟ … Read More

ପୁଣି କିଟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ଦୁଃଖ ପ୍ରକାଶ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟର ଜଣେ ୧୮ ବର୍ଷୀୟ ନେପାଳୀ ଛାତ୍ରୀ(ପ୍ରୀଶା ଶାହା)ଙ୍କ ଆତ୍ମହତ୍ୟା ଘଟଣା ଗୁରୁବାର ରାତିରେ ସାମ୍ନାକୁ ଆସିଛି। ପ୍ରଥମ ବର୍ଷର ଏହି ଛାତ୍ରୀଙ୍କ ମୃତଦେହ ତାଙ୍କ ହଷ୍ଟେଲ ରୁମ୍‌ର ସିଲିଂ ଫ୍ୟାନ୍‌ରେ ଝୁଲୁଥିବା ଅବସ୍ଥାରେ ମିଳିଥିଲା। ତୁରନ୍ତ ତାଙ୍କୁ … Read More

ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

ଭୁବନେଶ୍ୱର : ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର … Read More