ପାକିସ୍ତାନରୁ ଆସୁଥିବା ସମସ୍ତ ଡାକ ଏବଂ ପାର୍ସଲ ସେବା ବନ୍ଦ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭାରତ ସରକାର ପାକିସ୍ତାନରୁ ଆସୁଥିବା ସମସ୍ତ ପ୍ରକାରର ଡାକ ଏବଂ ପାର୍ସଲ ସେବାକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । … Read More

ପହଲଗାମ ଆକ୍ରମଣ ପରେ ପ୍ରଥମ ଥର ପାଇଁ ମୋଦୀଙ୍କୁ ଭେଟିଲେ ଓମାର୍

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ପାଇଁ, ଜମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ବୈଠକ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ହୋଇଥିଲା ଏବଂ ଏହି ବୈଠକ ପ୍ରାୟ ଅଧ ଘଣ୍ଟା … Read More

ଆସନ୍ତା ୨୦ରେ ସର୍ବଭାରତୀୟ ଧର୍ମଘଟ ଡାକରା ଦେଲେ ଶ୍ରମିକ ସଂଗଠନ

ଭୁବନେଶ୍ବର:ଆଗାମୀ ୨୦ ତାରିଖରେ ବିଭିନ୍ନ ସଂଗଠନ ପକ୍ଷରୁ ଧର୍ମଘଟ ଡକରା ଦିଆଯାଇଛି। ଶ୍ରମିକ ବିରୋଧୀ ପୁଞ୍ଜିପତି ସପକ୍ଷବାଦୀ ୪ ଶ୍ରମ କୋଡ୍ ବାତିଲ ସହିତ ଶ୍ରମିକ, କୃଷକ, କ୍ଷୁଦ୍ର ବ୍ୟବସାୟୀ, ମହିଳା, ଛାତ୍ର ଯୁବକ ତଥା ସମଗ୍ର ଦେଶବାସୀଙ୍କର ୧୭ ଦଫା … Read More

ସୌରଶକ୍ତିରେ ପରିଚାଳିତ ହେବ ସରକାରୀ କାର୍ଯ୍ୟାଳୟ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ବୈଦ୍ୟୁତିକ ଯାନବାହନ ଚଳାଚଳ ବୃଦ୍ଧି ପାଇଁ ନୂତନ ପଲିସି ଆଣିବାକୁ ଯାଉଛନ୍ତି। ବୈଦ୍ୟୁତିକ ଯାନର ବ୍ୟବହାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ପଲିସି ପ୍ରଣୟନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ … Read More

ପାଟଣାଗଡ ପାର୍ସଲ ବୋମା ମାମଲା: ଜୁନ୍ ୧୭ ସୁଦ୍ଧା ଚୂଡ଼ାନ୍ତ ରାୟ

ବଲାଙ୍ଗୀର: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ପାର୍ସଲ ବୋମା ମାମଲା । ଜୁନ୍ ୧୭ ସୁଦ୍ଧା ଆସିବ ମାମଲାର ଚୂଡ଼ାନ୍ତ ରାୟ । ଏନେଇ ପୂର୍ବରୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ରହିଛି । ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ … Read More

ମେ’ ୨୭ରୁ ଚାରିଧାମକୁ ଗଡ଼ିବ ଭାରତ ଗୌରବ ଡିଲକ୍ସ ଟ୍ରେନ୍‌

ନୂଆଦିଲ୍ଲୀ: ବଦ୍ରିନାଥଧାମ, ଜଗନ୍ନାଥଧାମ, ରାମେଶ୍ୱରମ୍ ଏବଂ ଦ୍ୱାରକାଧାମକୁ ପ୍ରତ୍ୟେକ ଭାରତୀୟ ପରିଦର୍ଶନ କରିବାକୁ ଇଚ୍ଛା କରନ୍ତି। ଦେଶର ଏହି ଚାରିଧାମକୁ ଟ୍ରେନରେ ଯାତ୍ରା କରିବା ସମ୍ଭବ ହୋଇପାରିଛି। ଏଥିପାଇଁ ଭାରତୀୟ ରେଳବାଇ ଦ୍ୱାରା ‘ଭାରତ ଗୌରବ ଡିଲକ୍ସ ପର୍ଯ୍ୟଟନ ଟ୍ରେନ୍’ ଚଳାଚଳ … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି l ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ … Read More

ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ତିନି ମୃତ

କଟକ: ନିର୍ମାଣାଧୀନ ବ୍ରିଜ୍‌ରେ ଅଘଟଣ ଘଟିଛି। କଟକର ଖାନ୍‌ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍‌ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତରଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ … Read More

ପାକିସ୍ତାନ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭାରତକୁ ପୂର୍ଣ୍ଣ ଅଧିକାର ଅଛି: ପୂର୍ବତନ ଆମେରିକୀୟ ଏନଏସଏଙ୍କ ଖେଲା ସମର୍ଥନ

ୱାଶିଂଟନ: ପୂର୍ବତନ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଜନ୍ ବୋଲ୍ଟନ କହିଛନ୍ତି ଯେ, ଦକ୍ଷିଣ ଏସିଆରେ କେହି ସଂଘର୍ଷ ଦେଖିବାକୁ ଚାହାନ୍ତି ନାହିଁ କିନ୍ତୁ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତକୁ ପାକିସ୍ତାନ ବିରୁଦ୍ଧରେ ଆତ୍ମରକ୍ଷା ପାଇଁ କାର୍ଯ୍ୟାନୁଷ୍ଠାନ ନେବାର … Read More

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ … Read More