ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ବୈଠକ, ମତାମତ ପାଇଁ ସେବାୟତ ନିଯୋଗକୁ ଚିଠି
ପୁରୀ : ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ବୈଠକ ଶେଷ ହୋଇଛି l ବୈଠକରେ ମହାପ୍ରଭୁଙ୍କ ତିନି ବାଡ଼ର ବାଡ଼ଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଏଲୋଚନା ହୋଇଥିଲା l ବୈଠକରେ ୪ଟି ବିନ୍ଦୁକୁ ନେଇ … Read More