ମହଙ୍ଗା ପଡ଼ିଲା ପ୍ରେମ, ଘଟଣାର ତଦନ୍ତ ପାଇଁ ଚାଇଲ୍ଡ ହେଲ୍ପଲାଇନକୁ ନିର୍ଦ୍ଦେଶ

ଅନୁଗୁଳ: ମହଙ୍ଗା ପଡିଲା ଅଳ୍ପ ବୟସରେ ପ୍ରେମ ।  ଚାଇଲ୍ଡ କେୟାର ସେଣ୍ଟରରେ ପ୍ରେମିକା ।  ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଗଣ୍ଡମାଳା ପଞ୍ଚାୟତର ଜଣେ ନାବାଳକ ଓ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା।  ଗାଁରେ ଯାତ୍ରା ଚାଲିଥିବାବେଳେ ନାବାଳକ ଜଣକ … Read More

ଦିଦିଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଜବାବ, କହିଲେ ମମତା ହିନ୍ଦୁ ବିରୋଧୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଜୋର ଧରିଛି। ଏହି ପ୍ରସଙ୍ଗରେ ଆଜି ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି ମମତା ବାନାର୍ଜୀ। ଏହାପରେ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, “ମମତା ହିନ୍ଦୁ ବିରୋଧୀ, … Read More

ଲଗାତର ୧୧ତମ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲଓସି)ରେ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିଚାଳନା କରିଆସୁଛି। ବିନା ପ୍ରରୋଚନାରେ ପାକିସ୍ତାନୀ ପୋଷ୍ଟରୁ ଏହି ଗୁଳିଚାଳନା ଗୋଟିଏ କିମ୍ବା ଦୁଇଟି ସେକ୍ଟର ମଧ୍ୟରେ ସୀମିତ ହୋଇ ରହିନାହିଁ। ବରଂ ଏକକାଳୀନ … Read More

ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି … Read More