ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ମମତାଙ୍କୁ ଚିଠି ଲେଖିଲେ ମୋହନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ … Read More