୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା … Read More

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରି

ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ … Read More

‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ

ନୂଆଦିଲ୍ଲୀ: ‘ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି … Read More

ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍‌ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍‌ ଘଟଣା ପରେ ଅଟକ ଥିବା ଯୁବକଙ୍କୁ … Read More

ଭାରତକୁ କତରର ସମର୍ଥନ ! ଚିନ୍ତାରେ ପାକିସ୍ତାନ

ନୂଆଦିଲ୍ଲୀ : ମୁସଲିମ ଦେଶ କତରର ଅମୀର ଶେଖ୍ ତାମିମ୍ ବିନ୍ ହମାଦ୍ ଅଲ୍-ଥାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ସେ ପହଲଗାମ ହତ୍ୟାକାଣ୍ଡରେ ମୃତ ଲୋକଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ସେ ଆତଙ୍କବାଦୀମାନଙ୍କୁ ନ୍ୟାୟ ଦେବା … Read More

ଦେଶବ୍ୟାପୀ ହେବ ମକ୍ ଡ୍ରିଲ୍: କ’ଣ କରିବେ ଓ କ’ଣ କରିବେନି, ୧୦ଟି ଜିନିଷ ଉପରେ ଧ୍ୟାନ ରଖନ୍ତୁ ନାଗରିକ

ଭୁବନେଶ୍ୱର, ୫ା୫: ମେ ୭ ତାରିଖରେ, ଭାରତ ୨୪୪ଟି ନିର୍ଦ୍ଦିଷ୍ଟ ଜିଲାରେ ଜାତୀୟ ନାଗରିକ ପ୍ରତିରକ୍ଷା ମକ୍ ଡ୍ରିଲ୍ କରିବ। ଏହି ପଦକ୍ଷେପ ଏପ୍ରିଲ ୨୨ ପାହାଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ଆଶା ଏବଂ ଭାରତ-ପାକିସ୍ତାନ ସୀମାରେ ଉଚ୍ଚ ସୁରକ୍ଷା ସତର୍କତା ମଧ୍ୟରେ … Read More

ଜାତିଗତ ଜନଗଣନା ଉପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ସରକାରଙ୍କ ଜାତିଗତ ଜନଗଣନା ନିଷ୍ପତ୍ତି ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ତେଲେଙ୍ଗାନା ମଡେଲକୁ ଗ୍ରହଣ କରିବା ସହିତ ଏହି ପ୍ରସଙ୍ଗରେ ଶୀଘ୍ର ସମସ୍ତ ରାଜନୈତିକ ଦଳ ସହିତ ଆଲୋଚନା କରିବାକୁ ଅନୁରୋଧ … Read More

ପହଲଗାମ ପୀଡିତଙ୍କ ପାଇଁ ସମଗ୍ର ବିଶ୍ୱରେ ରାଲି ଓ ପ୍ରାର୍ଥନା ସଭା ଜାରି

ନୂଆଦିଲ୍ଲୀ : ପହଲଗାମ ଆତଙ୍କବାଦୀ ଆକ୍ରମଣର ପୀଡିତଙ୍କ ପ୍ରତି ସମର୍ଥନ ଜଣାଇବା ପାଇଁ ସମଗ୍ର ବିଶ୍ୱରେ ଭାରତୀୟ ସମୁଦାୟ ଶାନ୍ତିପୂର୍ଣ୍ଣ ରାଲି ଏବଂ ପ୍ରାର୍ଥନା ସଭା ଜାରି ରଖିଛନ୍ତି। ଯୁକ୍ତରାଷ୍ଟ୍ର ଆମେରିକାରେ ଜର୍ଜିଆର ଭାରତୀୟ ସମୁଦାୟ ଆଟଲାଣ୍ଟାରେ ଏକ ପ୍ରତିବାଦ ରାଲି … Read More

ପିଏମ୍‌ ଆବାସ ଯୋଜନାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୬।୫ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ସହିତ ଜଡିତ ଏକ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ସରକାର ଯୋଗ୍ୟତା ସର୍ତ୍ତାବଳୀରେ ପରିବର୍ତ୍ତନ କରିଥିବାରୁ ଏବେ ଅଧିକ ଲୋକ ଏହି ଯୋଜନାର ଲାଭ ଉଠାଇପାରିବେ। ପୂର୍ବରୁ ଏହି ଯୋଜନାରେ ଆବେଦନ … Read More

ଯୁଦ୍ଧ ପୂର୍ବରୁ ରାୱଲପିଣ୍ଡିରେ ଜରୁରୀକାଳୀନ ପରିସ୍ଥିତି

ଇସଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପ୍ରଥମେ ପାକିସ୍ତାନକୁ ହାତରେ ନମାରି ଭାତରେ ମାରିବାକୁ ଯୋଜନା କରିଛି। ଏନେଇ ଭାରତ ପକ୍ଷରୁ ଜମ୍ମୁ-କଶ୍ମୀରରେ ବଗଲିହାର ଏବଂ ସିୟାଲ ଡ୍ୟାମ୍‌ର ଗେଟ୍ ବନ୍ଦ … Read More