ପାକିସ୍ତାନ ସେନା ଗାଡ଼ି ଉଡ଼ାଇଲା ବିଏଲଏ, ୧୦ ମୃତ

କ୍ବେଟା: ଗୋଟିଏ ପଟେ ପାକିସ୍ତାନ ଭାରତର ସମ୍ଭାବ୍ୟ ଆକ୍ରମଣକୁ ନେଇ ଆଶଙ୍କିତ ଥିବାବେଳେ ଅନ୍ୟପଟେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନ ସେନା ଉପରେ ଏକ ବଡ଼ ଆକ୍ରମଣ କରିଛନ୍ତି । ବିଏଲଏ ପକ୍ଷରୁ କ୍ୱେଟାର ମାର୍ଗତ ଅଞ୍ଚଳରେ ପାକ ସୈନିକ ଥିବା ଏକ … Read More

ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ

ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More

ଇତିହାସରେ ପ୍ରଥମ, ସାବରୀମାଳା ମନ୍ଦିର ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମେ’ ୧୯ ତାରିଖରେ କେରଳର ସାବରୀମାଳା ମନ୍ଦିରରେ ଭଗବାନ ଆୟପ୍ପାଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ଦେଶର ଇତିହାସରେ ସେ ହେଉଛନ୍ତି ପ୍ରଥମ ରାଷ୍ଟ୍ରପତି, ଯିଏ ସାବରୀମାଳା ମନ୍ଦିର ଯିବେ। ମନ୍ଦିର ପରିଚାଳନା ସଂସ୍ଥା ତ୍ରାଭଣକୋର … Read More