ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ
ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର … Read More