ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତୀକରଣ ପାଇଁ … Read More