ପାକିସ୍ତାନକୁ ଘାଇଲା କଲା ଭାରତର ଦେଶୀ ‘ଆତ୍ମଘାତୀ ଡ୍ରୋନ’, ଶତ୍ରୁଙ୍କୁ ନିଶାନା କରିବାରେ ଏକ୍ସପର୍ଟ

ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ ଦେଶୀୟ ନିର୍ମିତ ‘ସ୍କାଇଷ୍ଟ୍ରାଇକର’ ଆତ୍ମଘାତୀ ଡ୍ରୋନକୁ ସଠିକ ଆକ୍ରମଣ ପାଇଁ ମୁତୟନ କରିଥିଲା … Read More

ହାଇଆଲର୍ଟ ଘୋଷଣା ପରେ ପାଦରେ ଚାଲିଚାଲି ଲୋକଙ୍କ ଭଲମନ୍ଦ ପଚାରି ବୁଝିଲା ପୁଲିସ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଆଗ୍ରାରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ସେନା ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ମକ୍ ଡ୍ରିଲ୍ ସିରିଜ୍ ଆରମ୍ଭ ହୋଇଯାଇଥିବା ବେଳେ ଜନସାଧାରଣଙ୍କୁ … Read More

ଭାରତର ଆକ୍ରମଣରେ ଜୈସ ମୁଖ୍ୟ ରୌଫ ଆଝାର ମୃତ

ନୂଆଦିଲ୍ଲୀ : ମଇ ୭ ରାତିରେ ପାକିସ୍ତାନ ଉପରେ ଭାରତ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନରେ ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ତଥା ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରତିଷ୍ଠାତା ମାସୁଦ ଆଝାରର ପରିବାର ସଫା ହୋଇଯାଇଛି । ଆଝାର ପରିବାରର ମୋଟ ୧୦ … Read More

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ … Read More

୧୨ରେ ଶପଥ ନେବେ ବିଚାରପତି ଦୀକ୍ଷିତ

କଟକ:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ … Read More

ରୁଷ୍ ଦୂତାବାସରେ ବିଜୁବାବୁଙ୍କ ସ୍ମାରକ ଫଳକ ଉନ୍ମୋଚିତ

ଭୁବନେଶ୍ବର : ନାଜିବାଦ ବିରୋଧରେ ରୁଷ୍ ବିଜୟର ୮୦ତମ ବାର୍ଷିକ ଉତ୍ସବ ପାଳନ ଆରମ୍ଭ ହୋଇଛି। ଏଥିପାଇଁ ଆସନ୍ତା ୯ରେ ମସ୍କୋରେ ବିଶାଳ ଆୟୋଜନ କରାଯାଉଛି। ଏହାପୂର୍ବରୁ ବୁଧବାର ନୂଆଦିଲ୍ଲୀର ରୁଷିଆ ହାଉସରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସାହସ … Read More

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଚାଲୁଥିବା ସ୍କୁଲ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ସତ୍ତ୍ୱେ ଯେଉଁ ସ୍କୁଲଗୁଡ଼ିକ ଚାଲୁ ରହିଛି ସେମାନଙ୍କ ବିରୁଦ୍ଧରେ ତୁରନ୍ତ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ … Read More

ଭୁବନେଶ୍ବରରେ ହେବ ସାଇନ୍ସ ସିଟି: ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା। ଗୁରୁବାର … Read More

ଅପରେଶନ ସିନ୍ଦୂରର ପ୍ରଭାବ, ଭୁବନେଶ୍ୱରରୁ ବାତିଲ ହେଲା ବିମାନ ଉଡାଣ

ଭୁବନେଶ୍ୱର: ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି, ଗୁରୁବାର ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନବନ୍ଦରରୁ ୨ଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱରରୁ ହିଣ୍ଡନ ଗାଜିଆବାଦକୁ ବିମାନ … Read More

ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ

ଭୁବନେଶ୍ୱର: ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ ପାଇଁ ଏକ ଐତିହାସିକ ବିମାନ ଚଳାଚଳ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ … Read More