ଆଣ୍ଡାମାନ ଛୁଇଁଲା ମୌସୁମୀ, ଦୁଇ ସପ୍ତାହ ମଧ୍ୟରେ କେରଳ ଛୁଇଁବ
ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି … Read More