ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା, ୪ ଆହତ

କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।

ଆତଙ୍କବାଦୀ ବିରୋଧୀ ଲଢେଇର ନେତୃତ୍ୱ ନେଉଛି ବାୟୁସେନା

ଗୁଜରାଟ ଭୁଜ୍‍ ଏୟାରବେସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଅପରେସନ ସିନ୍ଦୂରରେ ବାୟୁସେନାର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସେନାର ବୀରତ୍ୱକୁ ସଲାମ କରିଛନ୍ତି ରାଜନାଥ । ଭୁଜ ଏୟାରବେସରୁ ଉଡାଣ ଆରମ୍ଭ କରି ଲଢୁଆ ବିମାନ ପରାକ୍ରମ ଦେଖାଇଛି। … Read More