ଭାରତର ଆକ୍ରମଣରେ ନଷ୍ଟ ହୋଇଥିବା ଆତଙ୍କବାଦୀ ଆଡ୍ଡାକୁ ପୁଣି ନିର୍ମାଣ କରିବାକୁ ଚେଷ୍ଟା କରୁଛି ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ‘ଅପରେସନ୍ ସିନ୍ଦୂର’କୁ ଆଧାର କରି ଭାରତ ନଅଟି ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରିଥିଲା। ପାକିସ୍ତାନକୁ କଡ଼ା ଜବାବ ଦେଇ ନଅଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରି ଦେଇଥିଲା ଭାରତ। ଭାରତର ଏହି … Read More

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣା: ମୁହଁ ଖୋଲିଲେ ପ୍ରିୟଙ୍କା ସେନାପତି

ପୁରୀ: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣାରେ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି। ସେ କହିଛନ୍ତି, ଜ୍ୟୋତି ମୋର କେବଳ ଜଣେ ସାଙ୍ଗ। ୟୁଟ୍ୟୁବ ମାଧ୍ୟମରେ ତାଙ୍କ ସହ ମୋର ପରିଚୟ ହୋଇଥିଲା। ଜ୍ୟୋତି ମାଲହୋତ୍ରା ଯେଉଁ ଅଭିଯୋଗରେ ଗିରଫ ହୋଇଛନ୍ତି, … Read More

ଖୁବଶୀଘ୍ର ନୟାଗଡରୁ ବୌଦ୍ଧକୁ ଟ୍ରେନ୍ ଚାଲିବ: ମୁଖ୍ୟମନ୍ତ୍ରୀ

ବୌଦ୍ଧ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର … Read More

ଲଜ୍ ଭିତରୁ ମିଳିଲା ଯୁବକଙ୍କ ମୃତଦେହ

ନୂଆପଡ଼ା: ନୂଆପଡ଼ା ସହର ସ୍ଥିତ ନୀଳାଦ୍ରି ବିହାର କଲ୍ୟାଣ ମଣ୍ଡପ ଓ ଲଜର ୧୧୫ ନମ୍ବର ବନ୍ଦ କୋଠରୀ ଭିତରୁ ସ୍ଥାନୀୟ ପୁଲିସ ସହାୟତାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତି ଜଣକ ପଡ଼ୋଶୀ ଛତିଶଗଡ଼ ଦୁର୍ଗ ଜିଲ୍ଲା ଭିଳାଇ … Read More

ଗୁପ୍ତଚର ଜ୍ୟୋତିଙ୍କ ସହ ପ୍ରିୟଙ୍କାଙ୍କ ଲିଙ୍କ୍: ପୁରୀ ଛାଡ଼ି ନଯିବାକୁ ଯୁବତୀଙ୍କୁ ନିର୍ଦ୍ଦେଶ

ପୁରୀ: ବର୍ଷ ବର୍ଷ ଧରି ଶତ୍ରୁରାଷ୍ଟ୍ର ପାକିସ୍ତାନ ପାଇଁ ଗୁପ୍ତଚୋର କରୁଥିବା ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାକୁ ହରିୟାଣା ପୋଲିସ ଗିରଫ କରିବା ପରେ ଗୋଟେ ପରେ ଗୋଟେ ଗୁମର ଖୋଲିବାରେ ଲାଗିଛି। ଏହାରି ଭିତରେ ପୁରୀ କାଳିକାଦେବି ସାହିର ପ୍ରିୟଙ୍କା … Read More

କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର

କଟକ : ଗାଧେଇଲା ବେଳେ ଅଘଟଣ। କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର । ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି … Read More

ପାକିସ୍ତାନ ଆଗରେ ୧୧ଟି ସର୍ତ୍ତ ରଖିଲା IMF

ନ୍ୟୁୟର୍କ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ପାକିସ୍ତାନ ଉପରେ ଏହାର ରିଲିଫ୍ କାର୍ଯ୍ୟକ୍ରମର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ ୧୧ଟି ନୂତନ ସର୍ତ୍ତ ଲାଗୁ କରିଛି। ଏହା ସହିତ, ଆଇଏମଏଫ ପାକିସ୍ତାନକୁ ଚେତାବନୀ ଦେଇଛି ଯେ ଭାରତ ସହିତ ଉତ୍ତେଜନା … Read More

ମେ ୧୯ରୁ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

କଟକ: କଟକ ସହରରେ ଓଡ଼ିଶା ହାଇକୋର୍ଟ ଗ୍ରୀଷ୍ମ ଛୁଟି ପାଇଁ ମେ ୧୯ରୁ ଜୁନ୍ ୧୬ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଜରୁରୀ ମାମଲା ଶୁଣାଣି ପାଇଁ କିଛି ନିର୍ଦ୍ଦିଷ୍ଟ ତାରିଖରେ ଭେକେସନ ବେଞ୍ଚ ଗଠନ କରାଯିବ। କାର୍ଯ୍ୟସୂଚୀ … Read More

ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ

ଆନନ୍ଦପୁର : ଏମିତି ସାଙ୍ଗ ଜଗତେ ନାହିଁ ।  ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ ।  କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ବଡ଼ପଦନା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଶୁଭମ ସାହୁ ।  ପଦନା ଗାଁର ଶୁଭମ ଓ … Read More

୨୭୩ ଡ୍ରୋନ ସହ ୟୁକ୍ରେନ ଉପରେ ରୁଷର ଆକ୍ରମଣ

କିବ୍: ରବିବାର ପ୍ରତ୍ୟୁଷରେ ରୁଷ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଏବଂ ଆକ୍ରମଣାତ୍ମକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଡ୍ନିପ୍ରୋପେଟ୍ରୋଭସ୍କ ଏବଂ ଡୋନେସ୍କ ଅଞ୍ଚଳକୁ ଦୋହଲାଇ ଦେଇଥିଲା। ଏହି ଆକ୍ରମଣ ୟୁକ୍ରେନର ପ୍ରତିରକ୍ଷା ବ୍ୟବସ୍ଥା ପାଇଁ ସମସ୍ୟା ସୃଷ୍ଟି … Read More