ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପ୍ରସଙ୍ଗ: ଗାଇଡଲାଇନ ଜାରି କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୁରୀ: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପାଇଁ ଗାଇଡଲାଇନ ଆଣିବାକୁ ଜାରି କଲେ ନିର୍ଦ୍ଦେଶନାମା । ପୁରୀ ଜଗନ୍ନାଥ ମନ୍ଦିରର ସମ୍ପତ୍ତିର ସୁରକ୍ଷା ଏବଂ ପରିଚାଳନା ସମ୍ପର୍କରେ , ଓଡ଼ିଶା ହାଇକୋର୍ଟ … Read More
