ନୁହରୁ ଆଉଜଣେ ପାକ୍ ଗୁପ୍ତଚର ଗିରଫ, ହ୍ୱାଟ୍ସଆପ୍ ଚାଟ୍ରୁ ମିଳିଲା ଦେଶଦ୍ରୋହର ପ୍ରମାଣ
ନୁହ: ପାକିସ୍ତାନୀ ଗୁପ୍ତଚର ନେଟୱର୍କ ବିରୋଧରେ ହରିୟାଣା ପୁଲିସ ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକୁ ଆଉ ଏକ ବଡ଼ ସଫଳତା ମିଳିଛି। ପାକିସ୍ତାନ ପାଇଁ ଗୁପ୍ତଚର କାମ କରିବା ଅଭିଯୋଗରେ ନୁହ ଜିଲାରେ ପୁଲିସ ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଆଉ ଜଣେ … Read More
