ସ୍ଥିତି ମୁକାବିଲା ପାଇଁ ସରକାର ପ୍ରସ୍ତୁତ, କୋଭିଡକୁ ନେଇ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ

ଭୁବନେଶ୍ବର : ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ … Read More

‘ଦୁର୍ଗମ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରନ୍ତୁ ସଚିବ’: ପିଏମ୍‌ ଜନମନ ଯୋଜନାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ(ପିଏମ୍‌ ଜନମନ) କାର୍ଯ୍ୟକାରୀ ହେଉଛି। ଯୋଜନା କାର୍ଯ୍ୟକାରୀ ହେଉଥିବା ପ୍ର‌ତ୍ୟେକ ଦୁର୍ଗମ ଅଞ୍ଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। … Read More

ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ବର: ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ଗୁରୁବାର ସକାଳେ ମୃତଦେହ ଉଦ୍ଧାର ହୋଇଛି । ଏନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତ ଯୁବକଙ୍କ ନାଁ ସନାତନ ରାଉତ। ମୃତକଙ୍କ ଘର ଭୀମଟାଙ୍ଗି ସ୍ଥିତ ଖଣ୍ଡୁଆଳ ସାହିରେ ବୋଲି … Read More

ମାଲକାନଗିରିର ଦୁଇ ଆଇନଜୀବି ସମ୍ବର୍ଦ୍ଧିତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆଜି ଦ୍ବିପହରରେ ଜଂଗଲରୁ ସମସ୍ତ ୨୭ଟି ଶବ ପହଞ୍ଚିଥିଲା। ଏହା ପରେ ପୁଲିସ ବିଭାଗର ଡିଜିପି ସମେତ ସମସ୍ତ ଉଚ୍ଚ ପଦାଧିକାରୀ ପହଞ୍ଚିଥିଲେ। ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ଡିଜିପି … Read More

ନିୟମଗିରି ପାହାଡ଼ରେ ହାତୀପଲ; ଲୋକେ ଭୟଭୀତ, ବନ ବିଭାଗ ନାକେଦମ

କଲ୍ୟାଣସିଂହପୁର: ଦିନକୁ ଦିନ ନିୟମଗିରି ଅଞ୍ଚଳରେ ହାତୀ ଆତଙ୍କ ସୃଷ୍ଟି କରିଥିବାରୁ ଲୋକେ ଭୟଭୀତ ରହିଛନ୍ତି। ଜଙ୍ଗଲ ନଷ୍ଟ, ପୋଡୁ ଚାଷ ଓ ବନବିଭାଗର ସଚେତନାର ଅଭାବ ଯୋଗୁଁ ବନ୍ୟଜନ୍ତୁ ଜଙ୍ଗଲରେ ରହିବା ବଦଳରେ ଗାଁ ମୁହାଁ ହୋଇ ଫସଲ ନଷ୍ଟ … Read More

ସୁଧାକର ବୁର୍ଗି ଓଏସଏସସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ଵର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ(ଓଏସଏସସି)କୁ ମିଳିଲା ନୂଆ ଅଧ୍ୟକ୍ଷ। ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ପୂର୍ବତନ ଡିଜିପି ଅଭୟଙ୍କ ଓଏସଏସସି ଅଧ୍ୟକ୍ଷ ପଦରୁ ଇସ୍ତଫା ପରେ ସୁଧାକର … Read More

ଭୁବନେଶ୍ୱରରେ କରୋନା: ସାବଧାନ, ଏହି ବ୍ଲଡଗ୍ରୁପର ଲୋକଙ୍କୁ ହୋଇପାରେ ସଂକ୍ରମଣ !

ଭୁବନେଶ୍ୱର, ୨୨।୫: ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏନେଇ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ସତର୍କ ସୂଚନା ଜାରି କରିଛି। ତେବେ ନିକଟରେ ଏକ ସାମ୍ପ୍ରତିକ ଅନୁସନ୍ଧାନରେ ଜଣାପଡିଛି ଯେ, A, B ଏବଂ … Read More

୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ। … Read More

ଏସ୍‌ସିଏସ୍‌ଟିଙ୍କ ଜମି କିଣିବେ ସରକାର, ଗଠନ ହେବ କର୍ପସ୍ ଫଣ୍ଡ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିର ସୁରକ୍ଷା ପାଇଁ ଏକ ନୂଆ ପଦକ୍ଷେପ ନେଇଛନ୍ତି। ସରକାରଙ୍କ ନୂଆ ଯୋଜନା ଅନୁସାରେ ଆଦିବାସୀଙ୍କ ଜମି ଉପରେ ପ୍ରଭାବଶାଳୀ ବ୍ୟକ୍ତିମାନେ ନଜର ପକାଇପାରିବେ ନାହିଁ। ସେହିପରି ଧନୀ ଲୋକ ଆଉ … Read More

ଚାକିରି କରିଥିବା ଶିକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି-୨୦୨୫ ପାଇଁ ଅନଲାଇନ୍ ପଞ୍ଜୀକରଣ ତାରିଖ ମେ’୨୭ ପର୍ଯ୍ୟନ୍ତ ବଢ଼ିଲା

କଟକ: ଚାକିରି କରିଥିବା ଶିକ୍ଷକମାନଙ୍କ ପାଇଁ ସ୍ୱତନ୍ତ୍ର ଓଟିଇଟି, ୨୦୨୫ପାଇଁ ଅନଲାଇନ୍ ପଞ୍ଜୀକରଣକୁ ୨୭ ମେ’ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏକ ପ୍ରେସ୍ ବିଜ୍ଞପ୍ତିରେ ଏହା ପ୍ରକାଶ ପାଇଛି। ସ୍ୱତନ୍ତ୍ର ଓଡ଼ିଶା … Read More