ପୁରୀ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ପୁରୀ :  ସୁଦୃଢ ହେବ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା ।  ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ … Read More

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ଷ୍ଟାଇପେଣ୍ଡ ସହ ନିଯୁକ୍ତି ଭିତ୍ତିକ ତାଲିମର ସୁଯୋଗ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ଏସସି/ଏସଟି ବର୍ଗର ଚାକିରି ଆଶାୟୀ … Read More

ଗିରଫ ହେଲେ ଆମ ଆଦମୀ ପାର୍ଟିର ବିଧାୟକ ରମନ ଅରୋଡା

ପଞ୍ଜାବ: ପଞ୍ଜାବ ଭିଜିଲାନ୍ସ ବ୍ୟୁରୋ ଆମ ଆଦମୀ ପାର୍ଟି (ଆପ)ର ବିଧାୟକଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଗିରଫ ଆପ ବିଧାୟକଙ୍କ ନାମ ରମନ ଅରୋଡା ବୟସ ୫୪ବର୍ଷ। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ, ରମନ ଅରୋଡାଙ୍କ ବିରୋଧରେ ଅଭିଯୋଗ ହୋଇଛି କି … Read More

ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍‌କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ … Read More

ଅଦିନିଆ ରଥଯାତ୍ରାକୁ ବିରୋଧ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁଦର୍ଶନ ପଟ୍ଟନାୟକ

ଅଦିନିଆ ରଥଯାତ୍ରକୁ ବିରୋଧ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ। ଏ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଇସ୍କନ ପକ୍ଷରୁ ଯେଉଁଭଳି ଭାବେ ଅନ୍ୟ ଦିନରେ ରଥଯାତ୍ରା ଆୟୋଜନ … Read More

ବିଦେଶରେ ଚାକିରୀ ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଠକେଇ, ଜଣେ ଗିରଫ

ଭୁବନେଶ୍ବର: ବିଦେଶରେ ଉଚ୍ଚ ଦରମାରେ ଚାକିରୀ କରାଇ ଦେବାର ପ୍ରତିଶ୍ରୁତି ଦେଇ ଲୋକଙ୍କ ନିକଟରୁ କୋଟି କୋଟି ଟଙ୍କା ଠକି ନେଇଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ୨୦୧୮ ମସିହାରୁ ଲୋକଙ୍କ ନିକଟରୁ ଟଙ୍କା ଠକିନେଇ ଫେରାର ଥିବା … Read More

ପୂର୍ବ ସରକାର ଭାଙ୍ଗିଥିବା ମଠର ହେବ ପୁନଃ ନିର୍ମାଣ: ଆଇନ ମନ୍ତ୍ରୀ

ଶ୍ରୀକ୍ଷେତ୍ରର ଗୋଟିଏ ସ୍ଥାନରେ ହେବ ସମସ୍ତ ମଠର ବିଜେସ୍ଥଳି। ପୂର୍ବ ସରକାର ଥଇଥାନ ଓ ସୌନ୍ଦର୍ଯ୍ୟକରଣ ନାଁରେ ଭାଙ୍ଗି ଦେଇଥିବା ମଠକୁ ପୁନଃ ନିର୍ମାଣ କରାଯିବ। ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଗୋଟିଏ … Read More

ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଆଜି ପୋଲିସ୍ ସେବା ସଦନ ସମ୍ମିଳନୀ କକ୍ଷରେ ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ ତଥା ମତ ବିନିମୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ଵର-କଟକ ପୋଲିସ କମିଶନରେଟ ଏବଂ ଚାଇଲ୍ଡ ଇନ ନୀଡ ଇନଷ୍ଟିଚ୍ୟୁଟ୍ (ସିନି)ର … Read More

ଭୁବନେଶ୍ୱରରେ ଏଏସଆଇ ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା(ଏଏସଆଇ) ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିର, ଖଣ୍ଡଗିରି, ରତ୍ନଗିରି ଯାଇ ସ୍ଥିତି ପରଖିବେ ରାଓ୍ବତ। ଏହିସବୁ ଐତିହ୍ୟ … Read More

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କିରାଣି

ବାରିପଦା: ଲାଞ୍ଚ ମାଗିବା ପଡିଲା ମହଙ୍ଗା। ଲାଞ୍ଚ ନେବା ବେଳେ ଧରାପଡ଼ିଲେ ମ୍ୟୁନିସିପାଲଟି କିରାଣି। ବାରିପଦା ମ୍ୟୁନିସିପାଲଟିର କିରାଣି ଗୋପାଳ ପ୍ରଧାନ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ। ଏମ ଡି ଜାଭେଦଙ୍କ ବାପାଙ୍କ ନାଁରେ … Read More