ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୩୦ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ହିନ୍ଦୋଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡର ଶିକାର ହୋଇଥିଲେ ଫରେଷ୍ଟ ଗାର୍ଡ। ମୃତକ ଜଣକ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜର କଇ ରିଜର୍ଭରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ(୩୭) … Read More
