ଭୁଶୁଡିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍
ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି, … Read More
ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି, … Read More
ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ ଗିରଫ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଆଶ୍ୱସ୍ତି ମିଳି ନାହିଁ। ହିସାର କୋର୍ଟ ସୋମବାର ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ,୨୨ ମେ’ରେ ଜ୍ୟୋତିଙ୍କ ଜାମିନକୁ … Read More
୬୫ କୋଟି ଟଙ୍କାର ଦୁର୍ନୀତିରେ ଫସିଛନ୍ତି ବଲିଉଡ ଅଭିନେତା ଡିନୋ ମାରିଆ। ଏଥିପାଇଁ ମୁମ୍ବଇ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ତାଙ୍କୁ ସମନ ଜାରି କରିଛି। ଏହି ଦୁର୍ନୀତିରେ ସେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ମହାରାଷ୍ଟ୍ରର ମିଠି ନଦୀରୁ ପଙ୍କୋଦ୍ଧାର କାର୍ଯ୍ୟ … Read More
ସୁନ୍ଦରଗଡ଼: ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ସୁନ୍ଦରଗଡ଼ ଖଣିଜ କେଳେଙ୍କାରୀର ମାମଲାର ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଟିମ (ଏସଆଇଟି)। ଏସଆଇଟି ମୁଖ୍ୟ ସଞ୍ଜୟ କୁମାର କୌଶଳଙ୍କ ନେତୃତ୍ୱରେ ଆଜି ଠାରୁ ତଦନ୍ତ ଆରମ୍ଭ କରିଛି ଟିମ୍ । ପ୍ରଥମ ପର୍ଯ୍ୟାୟରେ … Read More
ମୁମ୍ବାଇ : ମୁମ୍ବାଇରେ ବିଳମ୍ବିତ ରାତିରେ ଲାଗି ରହିଥିବା ପ୍ରବଳ ବର୍ଷାର ପ୍ରଭାବ ସୋମବାର ଦେଖାଯାଇଛି । ପ୍ରବଳ ବର୍ଷା କାରଣରୁ ରେଳ ଠାରୁ ଆରମ୍ଭ କରି ରାସ୍ତାଘାଟ ସବୁ କିଛି ପ୍ରଭାବିତ ହୋଇଛି। ଅସ୍ତବ୍ୟସ୍ତ ହୋଇ ଉଠିଛି ଜନଜୀବନ। ରେଳ … Read More
ପୁରୀ: ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ନାମକରଣ କରିବା ବିବାଦ ଥମିବାର ନାମ ନେଉନି। ଏହା ମଧ୍ୟରେ ଶ୍ରୀମନ୍ଦିର, ଜଗନ୍ନାଥ ଧାମ, ମହାପ୍ରସାଦ ଆଦି ଶବ୍ଦର ପାଟେଣ୍ଟ ଆବେଦନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଛି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) … Read More
ପୁରୀ: ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା । ଚଳିତବର୍ଷ ସ୍ନାନ ଯାତ୍ରା, ରଥଯାତ୍ରା, ବାହୁଡା଼ଯାତ୍ରା ସହିତ ସମସ୍ତ ବ୍ୟଵସ୍ଥାବଳୀକୁ ଅନୁମୋଦନ । ଠାକୁରଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ହେବ ତା’କୁ ଗୁରୁତ୍ବ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । … Read More
ନୂଆଦିଲ୍ଲୀ: ବିମାନ ଉଡ଼ାଇବାର ସ୍ୱପ୍ନ ଆଉ କେବଳ ବିଜ୍ଞାନ ଛାତ୍ରଙ୍କ ମଧ୍ୟରେ ସୀମିତ ରହିବ ନାହିଁ। ଭାରତରେ ପାଇଲଟ୍ ହେବା ପାଇଁ ନିୟମରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଡିଜିସିଏ (ସିଭିଲ ଏଭିଏସନ୍ ମହାନିର୍ଦ୍ଦେଶାଳୟ) ଏବେ ଏପରି ଏକ ସୁପାରିଶ … Read More
ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି। ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି। ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା … Read More
ପୁରୀ : ପୁରୀ ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ ଯୁବକଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିଥିଲେ। ସିଂହଦ୍ବାର ଥାନା ପୋଲିସ … Read More