ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଉଦ୍ଧାର, ୨୨ଗିରଫ

କୋରାପୁଟ,୨୭।୫ : କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଉଦ୍ଧାର ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି। … Read More

ରଥ ଚକ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ପୁରୀ: ରଥ ନିର୍ମାଣର ୨୬ତମ ଦିବସ ସୁଦ୍ଧା ତିନି ରଥର ଚକ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗତକାଲି ସୁଦ୍ଧା ତିନି ରଥର ୩୯ ଗୋଟି ଚକ ନିର୍ମାଣ ଶେଷ ହୋଇଥିଲା। ବାକି ତିନିରଥର ଶେଷ ଗୋଟିଏ ଗୋଟିଏ ଚକର … Read More

ସିଆରପି ଭାବେ କାର୍ଯ୍ୟରତ ମହିଳାଙ୍କର ନଗ୍ନ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସୁନ୍ଦରଗଡ଼: ଘର ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧ ନଗ୍ନ ମୃତଦେହ ଉଦ୍ଧାର ହୋଇଛି। ସୁନ୍ଦରଗଡ଼ ସଦର ଥାନା ନବରଙ୍ଗପୁରସ୍ଥିତ ଏକ ଘର ଭିତରୁ ମଙ୍ଗଳବାର ଦିନ ମହିଳାଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ହେଲେ ସଂଯୁକ୍ତା କିଶାନ (୩୫)। ପାରିପାର୍ଶ୍ବିକ … Read More

ଭୁଲ ଅଲଟ୍ରା ସାଉଣ୍ଡ ରିପୋର୍ଟ ପାଇଁ ଶିଶୁ ମୃତ, ମା ଗୁରୁତର

ଭଦ୍ରକ: ଭୁଲ୍ ଅଲଟ୍ରା ସାଉଣ୍ଡ ରିପୋର୍ଟ ପାଇଁ ଜଣେ ଶିଶୁର ମୃତ୍ୟୁ ହୋଇଥିବା ବେଳେ ମା ଗୁରୁତର ହୋଇଥିବାର ସୂଚନା ରହିଛି। ଏନେଇ, କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ପକ୍ଷରୁ ଭଦ୍ରକ ବାଇପାସ୍ ନିକରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ରାସ୍ତାରୋକ … Read More

ଜୁନ ୩ରେ କୋଟିଆ କମିଟିର ପ୍ରଥମ ବୈଠକ

ଭୁବନେଶ୍ବର: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ସୀମାନ୍ତ କୋଟିଆ ଉପରେ ଆନ୍ଧ୍ରପ୍ରଦେଶ ନଜର ପକାଇଛି। ସ୍ଥାନୀୟ ଲୋକଙ୍କୁ ସବୁ ଯୋଜନାର ଲୋଭ ଦେଖାଇ ଆନ୍ଧ୍ର ପକାଇଛି ନଜର। ତେଣୁ କୋଟିଆକୁ ନେଇ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଜୁନ ୩ … Read More

ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ

ଭୁବନେଶ୍ୱରଳ,୨୭।୬: ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀକୃଷ୍ଣଚନ୍ଦ୍ର ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ। ଅନୁପ୍ରବେଶକାରୀ ରହୁଥିବା ସ୍ଥାନରେ ବିଭ୍ରାନ୍ତ ସୃଷ୍ଟି ହେଉଛି। ବାଂଲାଦେଶୀ ବିଶୃଙ୍ଖଳା ଓ ଦେଶ ପ୍ରତି ବିପଦ ତିଆରି … Read More

ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ … Read More

ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ ବିଜୟ ପୁନେମ ଓରଫ ଅଜୟ

ରାୟଗଡା : ହାର୍ଡକୋର ମାଓବାଦୀ ବିଜୟ ପୁନେମ ଓରଫ ଅଜୟ ମଙ୍ଗଳବାର ରାୟଗଡା ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବିଜୟର ଘର ଛତିଶଗଡ଼ ରାଜ୍ୟ ବାଟିଗୁଡା ଗ୍ରାମରେ ହୋଇଥିବା ବେଳେ ସେ ଦୀର୍ଘ ବର୍ଷ ହେବ ବାସଧରା-ଘୁମୂସର-ନାଗାବଳୀ ଡିଭିଜନର କ୍ୟାଡର … Read More

ଖୋର୍ଦ୍ଧା- ବଲାଙ୍ଗୀର ନିର୍ମାଣାଧିନ ରେଳ ଟନେଲ, ୪୮ ଘଣ୍ଟା ନପୂରୁଣୁ ଆଉ ଏକ ଗର୍ତ୍ତ

ହରଭଙ୍ଗା : ଖୋର୍ଦ୍ଧା- ବଲାଙ୍ଗୀର ରେଳ ପ୍ରକଳ୍ପର ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଡ଼େଣିଗଡ଼ସ୍ଥିତ ନିର୍ମାଣଧୀନ ୪ ନମ୍ବର ରେଳ ସୁଡଙ୍ଗର କଖାରୁ ଫାଳ ନିକଟରେ ସୋମବାର ଉପରପାର୍ଶ୍ଵରୁ ଭୁଶୁଡି ପଡି ବଡ଼ ଧରଣର ଗର୍ତ୍ତ ସୃଷ୍ଟି ହୋଇଥିଲା। ଏହାର ୪୮ … Read More

ସେପ୍ଟିକ ଟାଙ୍କିରେ ସୁନା ଖୋଜୁଥିଲେ, ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ : ସେପ୍ଟିକ ଟାଙ୍କିରେ ସୁନା ଖୋଜିବା ସମୟରେ ଚାଲିଯାଇଛି ୪ ଜଣଙ୍କ ଜୀବନ। ରାଜସ୍ଥାନର ଜୟପୁର ସହରରେ ଏଭଳି ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ଘଟିଛି। ଅନ୍ୟ ଦୁଇ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ଦୁଇ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ … Read More