ଭୁବନେଶ୍ବରରେ ମଧ୍ୟବିତ୍ତ ବର୍ଗଙ୍କୁ ସୁଲଭ ଦରରେ ଘର ଯୋଗାଇବେ ସରକାର

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାର ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କୁ ଭୁବନେଶ୍ୱରରେ ସୁଲଭ ଘର ଯୋଗାଇବାକୁ ଯୋଜନା କରିଛନ୍ତି, ଯେଉଁଠାରେ ୧୫ ଲକ୍ଷରୁ ୫୦ ଲକ୍ଷ ମୂଲ୍ୟ ମଧ୍ୟରେ ବାସସ୍ଥାନ ବିକଳ୍ପ ଉପଲବ୍ଧ। ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର … Read More

ଶ୍ରୀମନ୍ଦିରରେ ବାନ୍ତି କଲେ ଭକ୍ତ: ସାଧାରଣ ଦର୍ଶନ ୧ଘଣ୍ଟା ଯାଏଁ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ପୁଣି ଅଘଟଣ ଘଟିଛି। ମଧ୍ୟାହ୍ନ ଧୂପ ଶେଷ ପରେ ଭିତର କାଠ ନିକଟରୁ ଦର୍ଶନ ଜାରି ଥିବା ବେଳେ ଭଣ୍ଡାର ଘର ନିକଟରେ ଜନୈକ ଭକ୍ତ ବାନ୍ତି କରିଛନ୍ତି। ଏହି ଘଟଣା ସାମ୍ନାକୁ ଆସିବାରୁ ମହାପ୍ରଭୁଙ୍କ ବଡ଼ … Read More

୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଗଲେ ‘ଇଡି’ର ଉପନିର୍ଦ୍ଦେଶକ

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଫାସରେ ପଡ଼ିଛନ୍ତି। ଭୁବନେଶ୍ବରସ୍ଥିତ କାର୍ଯ୍ୟଳୟରେ କାର୍ଯ୍ୟରତ ‘ଇଡି’ର ଉପନିର୍ଦ୍ଦେଶକ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅଧିକାରୀ ହେଲେ ଚିନ୍ତନ ରଘୁବଂଶୀ। … Read More

ମିଡ୍‌ନାଇଟ୍‌ କଥା ଏବେ ବି ଭୁଲିନି, ମୋତେ ଫସାଇଥିଲେ ଏବେ ଭୋଗୁଛନ୍ତି, କାହାକୁ ଇଙ୍ଗିତ କରି କହିଲେ ପ୍ରଭାତ

ଭୁବନେଶ୍ୱର,୨୯ା୫: ୧୨ ବର୍ଷ ତଳର ମିଡ୍‌ନାଇଟ୍‌ ଅପରେଶନ କଥାକୁ ମନେ ପକାଇଛନ୍ତି ବିଜେଡି ନେତା ପ୍ରଭାତ ବିଶ୍ବାଳ। ମେ’ ୨୯କୁ ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ପ୍ରଭାତ। ସେ ଆହୁରି ମଧ୍ୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। କହିଛନ୍ତି, … Read More

କନ୍ନଡ଼ ଭାଷାକୁ ସମାଲୋଚନା; ଅଡୁଆରେ କମଲ ହାସନ

ଚେନ୍ନଇ: କନ୍ନଡ ଭାଷାକୁ ନେଇ ପ୍ରତିକୂଳ ମନ୍ତବ୍ୟ ଦେଇଥିବାରୁ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ତଥା ଏମଏନ୍‌ଏମ (ମକ୍କାଲ ନିଧି ମୈୟାମ୍‌) ଦଳର ମୁଖ୍ୟ କମଲ ହାସନ ବିବାଦୀୟ ହୋଇପଡିଛନ୍ତି। ଚେନ୍ନଇରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ କମଲ କହିଥିଲେ ଯେ … Read More

ଟ୍ରମ୍ପଙ୍କ ହାତ ଛାଡ଼ିଲେ ମସ୍କ; ନିଜ ପଦରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ : ଟ୍ରମ୍ପ-ମସ୍କ ସମ୍ପର୍କରେ ଫାଟ। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନରୁ ଅଲଗା ହେବାର ଘୋଷଣା କରିଛନ୍ତି ଏଲନ୍ ମସ୍କ। ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ। ‘ଏକ୍ସ’ ଯୋଗେ ଏନେଇ ସୂଚନା ଦେଇଛନ୍ତି ନିଜେ ଏଲନ ମସ୍କ। ସେ … Read More

ପାଟଣା ବିମାନବନ୍ଦରର ନୂଆ ସମନ୍ଵିତ ଟର୍ମିନାଲ କୋଠାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ପାଟନା : ସିକିମର ବିକାଶ ଯାତ୍ରା ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ପାଇଁ ପ୍ରଗତିର ଏକ ଆଦର୍ଶରେ ପରିଣତ ହୋଇଛି ଏବଂ ସଂସ୍କୃତି ଓ ଐତିହ୍ୟର ପ୍ରତୀକ ଭାବେ ଉଭା ହୋଇଛି। ଅଟଳ ସେତୁ ସହିତ ସିକିମ ଏବଂ ଦାର୍ଜିଲିଂ ମଧ୍ୟରେ ସଂଯୋଗରେ ମଧ୍ୟ … Read More

ଚୁକ୍ତି ସ୍ୱାକ୍ଷରରେ ସୀମିତ, ସିଷ୍ଟମ ସମୟରେ ମିଳୁନାହିଁ – ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୯ା୫: ଭାରତର ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ ସିଂହ ପ୍ରମୁଖ ପ୍ରତିରକ୍ଷା କ୍ରୟ ପ୍ରକଳ୍ପରେ ବିଳମ୍ବ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇ ବାୟୁସେନା ମୁଖ୍ୟ କହିଛନ୍ତି, “ଅନେକ ଥର, ଆମେ ଚୁକ୍ତି ସ୍ୱାକ୍ଷର କରିବା ସମୟରେ … Read More

‘ମଦ୍ୟପାନ ପରେ ଜଣେ ବ୍ୟକ୍ତି ପଶୁ ପାଲଟିଯାଏ’, ୭ ବର୍ଷର ଝିଅକୁ ବଳାତ୍କାର ମାମଲାରେ ପିତାଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୫: ଗୁରୁବାର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି ଯେ ମଦ୍ୟପାନ ପରେ ଜଣେ ବ୍ୟକ୍ତି ପଶୁ ହୋଇଯାଏ। ସୁପ୍ରିମକୋର୍ଟ ଜଣେ ହୃଦରୋଗ ବିଶେଷଜ୍ଞଙ୍କ ଆବେଦନ ଉପରେ ବିଚାର କରିବାକୁ ମନା କରିଦେଇଛନ୍ତି, ଯେଉଁଥିରେ ସେ ତାଙ୍କ ସାତ ବର୍ଷର … Read More

ଅସହ୍ୟ ହେଲା ପାଠପଢ଼ା ଚାପ, ଜୀବନ ହାରିଲେ ଛାତ୍ରୀ

ବେଙ୍ଗାଲୁରୁ : ପାଠପଢ଼ାର ଚାପ ସହି ନ ପାରି ଜୀବନ ହାରିଛନ୍ତି ଜଣେ ୧୯ ବର୍ଷୀୟ ଛାତ୍ରୀ। ମାତ୍ର ୩ ଦିନ ତଳେ ଛାତ୍ରୀ ଜଣଙ୍କ ନିଜର ୧୯ତମ ଜନ୍ମ ଦିନ ପାଳିଥିଲେ। ହେଲେ ବୁଧବାର ଅପରାହ୍ନରେ ସେ ନିଜ ରୁମରେ … Read More