ସାମୟିକ କର୍ମଚାରୀଙ୍କ କାର୍ଯ୍ୟାନ୍ତର ରାଶି ବୃଦ୍ଧି

ଭୁବନେଶ୍ୱର,୨୬।୬: ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ। ପୂର୍ବରୁ … Read More

ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ବର୍ଷିଲେ ଶଙ୍କରାଚାର୍ଯ୍ୟ

ପୁରୀ,୨୬ା୬: ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଗୁରୁବାର ପ୍ରବଳ ବର୍ଷିଛନ୍ତି ଗୋବର୍ଦ୍ଧନ ପୀଠ ମୁଖ୍ୟ ତଥା ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ। ସେ କହିଛନ୍ତି, ଏହି ମନ୍ଦିରର ନିର୍ମାଣ ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ ଏହା କରାଯାଇଛି। ବହୁତ ସଂଖ୍ୟାରେ … Read More

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ୨ ଅଟକ

ପୁରୀ : ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌। ଗୁରୁବାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଉପରେ ଏକ ଡ୍ରୋନ୍‌ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଅନଧିକାର ଭାବେ ଉଡୁଥିବା ଏହି ଡ୍ରୋନକୁ ପୁଲିସ ଖସାଇ ଏହାକୁ ଜବତ କରିଛି। ଏଥିସହ ଘଟଣାରେ ଦୁଇ … Read More

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ … Read More

ଅହମ୍ମଦାବାଦ ବିମାନ ଦୁର୍ଘଟଣା: ବ୍ଲାକ୍‌ ବକ୍ସରୁ ମିଳିଲା ଡାଟା

ଅହମ୍ମଦାବାଦ,୨୬ା୬: ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଏବଂ ୨୭୪ ଜଣଙ୍କ ମୃତ୍ୟୁ ହେବାର ପ୍ରାୟ ୧୫ ଦିନ ପରେ ସରକାର ଗୁରୁବାର ଘୋଷଣା କରିଛନ୍ତି ଯେ, ବିମାନର ଆଗ ବ୍ଲାକ୍‌ ବକ୍ସରୁ ଗୁରୁତ୍ୱପୂର୍ଣ୍ଣ ଉଡ଼ାଣ ତଥ୍ୟ ସଫଳତାର … Read More

ଶିରଡ଼ି ସାଇବାବା ମନ୍ଦିର ଦର୍ଶନ ପାଇଁ ନୂଆ ନିୟମ

ଶିରଡି : ମହାରାଷ୍ଟ୍ରର ଶିରିଡିରେ ଥିବା ସାଇ ବାବାଙ୍କ ଦରବାରରେ ବର୍ଷତମାମ ଭକ୍ତଙ୍କ ଭିଡ଼ ଲାଗି ରହିଥାଏ। ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ଥାନ୍ତି ସାଧାରଣ ଭକ୍ତ ଓ ଭିଆଇପି ଭକ୍ତ । ତେବେ ଅନେକ ସମୟରେ ଭିଆଇପି ଓ ଭିଭିଆଇପି ଭକ୍ତଙ୍କ ପାଇଁ … Read More

ପାଣି ଦିଅ ନହେଲେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ଭାରତକୁ ଏଭଳି ଧମକ ଦେଲେ ବିଲାୱଲ ଭୁଟ୍ଟୋ

ନୂଆଦିଲ୍ଲୀ: ଯଦି ସିନ୍ଧୁ ନଦୀର ପାଣି ବନ୍ଦ କରାଯାଏ, ତେବେ ଆମେ ସମସ୍ତ ଛଅଟି ନଦୀକୁ କବଜା କରିବୁ, ଯୁଦ୍ଧରୁ ମଧ୍ୟ ପଛକୁ ହଟିବୁ ନାହିଁ…’ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମୁଖ୍ୟ ଏବଂ ପୂର୍ବତନ ପାକ୍ ବୈଦେଶିକ ମନ୍ତ୍ରୀ ବିଲାୱଲ … Read More

ତେଜ ପ୍ରତାପଙ୍କ ସହ ଭିଡିଓ କଲରେ କଥା ହେଲେ ଅଖିଳେଶ

ନୂଆଦିଲ୍ଲୀ: ଗୁରୁବାର ବିହାରର ପୂର୍ବତନ ମନ୍ତ୍ରୀ ତେଜ ପ୍ରତାପ ଯାଦବ ଭିଡିଓ କଲରେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ପୂର୍ବତନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ସହ କଥା ହୋଇଛନ୍ତି। କଥା ହେବା ସମୟରେ ଉଭୟ ନେତା ଆଗାମୀ ନିର୍ବାଚନ, ବିହାର … Read More

ଭାରତକୁ ତୈଳ ଆମଦାନୀକାରୀରୁ ଶକ୍ତି ରପ୍ତାନିକାରୀ କରିବା ସରକାରଙ୍କ ଲକ୍ଷ୍ୟ : ନୀତିନ ଗଡକରୀ

ନୂଆଦିଲ୍ଲୀ,୨୬।୬: ଭାରତ ପ୍ରତିବର୍ଷ କେବଳ ଅଶୋଧିତ ତୈଳ ଆମଦାନୀ ପାଇଁ ୨୨ ଲକ୍ଷ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରେ। ଏହା କେବଳ ଦେଶର ଅର୍ଥନୀତି ଉପରେ ଭାରୀ ବୋଝ ପକାଇ ନ ଥାଏ, ବରଂ ଶକ୍ତି ସୁରକ୍ଷାକୁ ମଧ୍ୟ ବିପଦରେ … Read More

ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି, ସ୍ବାମୀଙ୍କ ବିନା ଅନୁମତିରେ ମୁସଲିମ ମହିଳା ‘ଖୁଲା’ ତଲାକ ନେଇପାରିବେ

ହାଇଦ୍ରାବାଦ,୨୬।୬: ଏକ ଐତିହାସିକ ରାୟରେ, ତେଲଙ୍ଗାନା ହାଇକୋର୍ଟ କହିଛନ୍ତି ଯେ ମୁସଲିମ ମହିଳାମାନଙ୍କର ଖୁଲା ମାଧ୍ୟମରେ ବିବାହ ଶେଷ କରିବାର ସମ୍ପୂର୍ଣ୍ଣ ଏବଂ ନିଃସର୍ତ୍ତ ଅଧିକାର ଅଛି। ଏହା ସହିତ, ଏଥିପାଇଁ ସ୍ବାମୀଙ୍କ ଅନୁମୋଦନ ଆବଶ୍ୟକ ନାହିଁ। ଖୁଲା ହେଉଛି ଇସଲାମିକ … Read More