ଆମାଜନ ମାଲିକ ୬୧ ବର୍ଷୀୟ ଜେଫ୍ ବେଜୋସ୍ ଦ୍ୱିତୀୟ ଥର ପାଇଁ ବିବାହ କରିବେ ୫୫ ବର୍ଷୀୟ ପ୍ରେମିକାଙ୍କୁ

ଭେନିସ୍: ଆମାଜନ ମାଲିକ ଏବଂ ବିଶ୍ୱର ତୃତୀୟ ସବୁଠାରୁ ଧନୀ ବ୍ୟକ୍ତି ଜେଫ୍ ବେଜୋସ୍ ଦ୍ୱିତୀୟ ଥର ପାଇଁ ବିବାହ କରିବାକୁ ଯାଉଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ଲରେନ୍ ସାଞ୍ଚେଜ୍‌ଙ୍କୁ ବିବାହ କରିବେ। ଏହି ବିବାହ ଇଟାଲୀର ସୁନ୍ଦର ସହର ଭେନିସ୍‌ରେ … Read More

ଦକ୍ଷିଣ ଗାଜାରେ ଯୁଦ୍ଧ ଅଭିଯାନ ସମୟରେ ୭ ଇସ୍ରାଏଲ ସୈନିକ ମୃତ

ତେଲ ଅଭିବ : ଦକ୍ଷିଣ ଗାଜାରେ ଯୁଦ୍ଧ ଅଭିଯାନ ସମୟରେ ଏକ ବିସ୍ଫୋରକ ଡିଭାଇସ୍ ସେମାନଙ୍କ ସଶସ୍ତ୍ର ଯାନରେ ଆଘାତ ପାଇବା ପରେ ଇସ୍ରାଏଲର ସାତ ଜଣ ସୈନିକଙ୍କ ମୃତ୍ୟୁ ଘଟିଥିବା ଇସ୍ରାଏଲ ସ୍ପଷ୍ଟ କରିଛି। ଗତକାଲି ଖାନ ୟୁନିସରେ ଗାଡ଼ି … Read More

ଇସ୍ରାଏଲ ପାଇଁ ଗୁପ୍ତଚର କାର୍ଯ୍ୟ ଅଭିଯୋଗରେ ୩ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଲା ଇରାନ

ତେହେରାନ : ଇସ୍ରାଏଲର ଗୁପ୍ତଚର ସଂସ୍ଥା ମୋସାଦ ପାଇଁ ଗୁପ୍ତଚର କାର୍ଯ୍ୟ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ତିନି ଜଣଙ୍କୁ ଆଜି ଇରାନ ମୃତ୍ୟୁଦଣ୍ଡ ଦେଇଛି। ଜୁନ୍ ୧୪ ଏବଂ ଜୁନ୍ ୨୩ ତାରିଖରେ ମଧ୍ୟ ସମାନ ମୃତ୍ୟୁଦଣ୍ଡ ଦିଆଯାଇଥିଲା। … Read More

CBSEର ବଡ଼ ନିଷ୍ପତ୍ତି, ଏଣିକି ବର୍ଷକୁ ୨ ଥର ହେବ ଦଶମ ବୋର୍ଡ଼ ପରୀକ୍ଷା

ନୂଆଦିଲ୍ଲୀ,୨୫।୬: ଯଦି ଆପଣଙ୍କ ପିଲାମାନେ ଦଶମ ଶ୍ରେଣୀ ପାଇଁ ପ୍ରସ୍ତୁତି କରୁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପଦ୍ଧତିରେ ଏକ ବଡ଼ ପରିବର୍ତ୍ତନ … Read More

ପାକିସ୍ତାନର ମୁଣ୍ଡବିନ୍ଧାର କାରଣ ପାଲଟିଲେଣି ଆତଙ୍କବାଦୀ

ନୂଆଦିଲ୍ଲୀ: ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କୁ ୨୦୧୯ରେ ହେପାଜତକୁ ନେଇଥିବା ନେଇ ଦାବି କରିଥିବା ପାକିସ୍ତାନ ସେନାର ମେଜର ମୋଇଜ୍ ଆବାସ ଶାହଙ୍କ ମୃତ୍ୟୁ ହୋଇଛି। ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନ ଅଞ୍ଚଳରେ ତେହରିକ୍-ଏ-ତାଲିବାନ୍ (ଟିଟିପି) ସହିତ ଏନକାଉଣ୍ଟର ସମୟରେ ମେଜର ମୋଇଜ୍ … Read More

ଉତ୍ତରପ୍ରଦେଶ, ମହାରାଷ୍ଟ୍ର ଓ ଝାଡ଼ଖଣ୍ଡକୁ ମୋଦୀ ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ରର ମୋଦୀ ସରକାର ଉତ୍ତରପ୍ରଦେଶ, ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡକୁ ଏକ ବଡ଼ ଉପହାର ଦେଇଛନ୍ତି। ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ପୁଣେ ମେଟ୍ରୋର … Read More

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼: କଂଗ୍ରେସ କର୍ମୀ ଅଟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନ ଘେରାଉ କରିଛି ଯୁବ କଂଗ୍ରେସ। ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ … Read More

ଧାମରା ଚାନ୍ଦନୀପାଳରେ ହେବ ସି ବିଚ୍: ରାଜ୍ୟ ପର୍ଯ୍ୟଟନ ସଚିବଙ୍କ ଧାମରା ଗସ୍ତ

ଭଦ୍ରକ : ଭଦ୍ରକ ଜିଲ୍ଲାର ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଜିଲ୍ଲାର ସମୁଦ୍ର ଉପକୂଳବର୍ତ୍ତୀ ଧାମରାଠାରେ ଥିବା ଚାନ୍ଦନୀପାଳଠାରେ ବିଶାଳ ସମୁଦ୍ର ବେଳା ଭୂମିର ବିକାଶ ହେବ। ଏଠାରେ ସି ବିଚ୍ ନିର୍ମାଣ କରାଯିବ। ଏହାର ସୌନ୍ଦର୍ଯ୍ୟ … Read More

ସରକାରଙ୍କ ଉପରେ ବର୍ଷିଲେ ଏଆଇସିସି ମହିଳା ଟିମ୍: ଓଡ଼ିଶାରେ ନାରୀମାନେ ଡରି ଡରି ବଞ୍ଚୁଛନ୍ତି

ଭୁବନେଶ୍ବର: ରାଜ୍ୟର ପ୍ରତି ୫ କି.ମି ଦୂରତାରେ ଜଣେ ଶିଶୁ ଅତ୍ୟାଚାରର ଶିକାର। ପ୍ରତି ୧୦ କିମିରେ ଜଣେ ଶିଶୁ ନିଖୋଜ। ଲୋକେ ରାଜରାସ୍ତାକୁ ନ ଓହ୍ଲାଇଲେ ଦୁଷ୍କର୍ମ ମାମଲାରେ ଏତଲା ସୁଦ୍ଧା ଗ୍ରହଣ କରାଯାଉ ନାହିଁ। ଓଡ଼ିଶାରେ ମହିଳା ନିର୍ଯାତନାର … Read More

ମହାନଦୀ ଗଣ୍ଡରେ ମଗରଙ୍କ ପାଇଁ ବିପଦରେ ଘଡ଼ିଆଳ

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡରେ ଘଡ଼ିଆଳଙ୍କ ପାଇଁ ଏବେ ବିପଦ ସାଜିଛନ୍ତି ମଗର। ଏହି ଗଣ୍ଡରେ କ୍ରମାଗତ ଭାବରେ ମଗର ପ୍ରଜାତିର କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଉଛି। ମଗରଙ୍କ ଆକ୍ରମଣରେ ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀରଙ୍କ ଜୀବନ ପ୍ରତି ବିପଦ … Read More