ମୋଦକ ଚୋରି ଘଟଣା: ପ୍ରାରମ୍ଭିକ ତଦନ୍ତରୁ ଅଭିଯୋଗର ସତ୍ୟତା ନଥିବା କହିଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ : ମହାପ୍ରଭୁଙ୍କ ମୋଦକ ଚୋରି ପ୍ରସଙ୍ଗରେ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ।  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ।  ପ୍ରାରମ୍ଭିକ ତଦନ୍ତରୁ ଘଟଣାର … Read More

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ, ପଜିଟିଭ ସଂଖ୍ୟା ୩୧କୁ ବୃଦ୍ଧି

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି । ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ … Read More

ଇରାନର ୪୦୦ କିଲୋଗ୍ରାମ ୟୁରାନିୟମର ପତ୍ତା ମିଳୁନି

ତେହେରାନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏହି ଯୁଦ୍ଧବିରତିକୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏବଂ ଇରାନ ଉଭୟ ନିଶ୍ଚିତ କରିଛନ୍ତି। ଏହି ସମୟରେ ଇସ୍ରାଏଲ କହିଛି ଯେ, ଇରାନ ପୁଣି … Read More

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ, ଛୁରା ଓ ଗୁଳି ମାଡ଼ ହୋଇଥିବା ଅଭିଯୋଗ

ମୟୁରଭଞ୍ଜ : ପୂର୍ବ ଶତ୍ରୁତା ଓ ଛେଳି ଚୋରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ।  ଆକ୍ରମଣ ବେଳେ ଛୁରାମାଡ଼ ଓ ଗୁଳି ମାଡ଼ ହୋଇଥିବା ଜଣାଯାଇଛି । ଜଣେ ମହିଳା ସମେତ ୩ ଜଣ ଗୁରୁତର ହୋଇଛନ୍ତି । … Read More

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି । ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି … Read More

ଇରାନରୁ ନିଜ ପାଇଲଟଙ୍କୁ ଫେରାଇ ଆଣ : ଇସ୍ରାଏଲକୁ କହିଲେ ଟ୍ରମ୍ପ

ଓ୍ବାସିଂଟନ : ଯୁଦ୍ଧ ବିରତି ସତ୍ତ୍ବେ ଇରାନ ଓ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରୁ ତାର ପାଇଲଟମାନଙ୍କୁ ତୁରନ୍ତ ଫେରାଇ ଆଣିବାକୁ ଇସ୍ରାଏଲକୁ ଚେତାବନୀ ଦେଇଛନ୍ତି। ଟ୍ରମ୍ପ … Read More

ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲା, ଗିରଫ ଭୟରେ ଜୀବନ ହାରିବା ଉଦ୍ୟମ କରୁଥିଲେ ଅଭିଯୁକ୍ତ

ଯାଜପୁର : ଗିରଫ ଭୟରେ ବିଷ ପିଇଦେଲେ । ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲାରେ ବିଷ ପିଇ ଯୁବକଙ୍କ ଜୀବନ ହାରିବା ଉଦ୍ୟମ । ମାନସିକ ଭାରସାମ୍ୟ ହରାଇ ବିଷ ପିଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ଅଭିଯୁକ୍ତଙ୍କୁ ଯାଜପୁର … Read More

ଆଠଗଡରେ ବିଜେଡି-ବିଜେପି କର୍ମୀ ମୁହାଁମୁହିଁ

କଟକ: ପଞ୍ଚାୟତ ବୈଠକ ପୂର୍ବରୁ ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ ହୋଇଛି। ଏଥିରେ ଅନେକ ପୋଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ତିନି ପ୍ଲାଟୁନ ପୋଲିସ … Read More

ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି। ରାଜ୍ୟ ସରକାର ଓଡ଼ିଶାରେ ଡାଇରିଆ ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି ଏବଂ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅନୁଯାୟୀ, ପ୍ରଭାବଶାଳୀ ପରିଚାଳନା … Read More

ଅଯୋଧ୍ୟାର ରାମ ମନ୍ଦିର ପରିସରରୁ ମିଳିଲା ପ୍ରାଚୀନ ମୂର୍ତ୍ତି

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଏବେ ବି ଚାଲିଛି। ଏହି ସମୟରେ ସେଠାରେ ହଜାର ହଜାର ବର୍ଷ ପୁରୁଣା ପ୍ରାଚୀନ ଅବଶେଷ ବାହାରିବା ଘଟଣା ସାମ୍ନାକୁ ଆସୁଛି। ଏହି ଘଟଣାକୁ ନେଇ ପ୍ରତ୍ନତତ୍ତ୍ୱ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ … Read More