ମାସେ ପୂର୍ବରୁ ଛାତ୍ରୀଙ୍କୁ କରିଥିଲେ ଅପହରଣ, ଏବେ ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ କଙ୍କାଳ

ଗଞ୍ଜାମ: ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ ମଣିଷ କଙ୍କାଳ । ପୂରା ଗାଁରେ ଚହଳ ପଡ଼ି଼ଗଲା । କାହାର ଏ କଙ୍କାଳ? କେବେ ଠାରୁ ଏଠାରେ ପଡ଼ି ରହିଛି ? ଘଞ୍ଚ ଜଙ୍ଗଲ ଭିତରେ କଙ୍କାଳ ପୁଣି ଗଛରେ ଲାଗିଛି ଏକ … Read More

ଭାରତକୁ କାଉଣ୍ଟର କରିବାକୁ ଏକାଠୀ ହେଲେ ବାଂଲାଦେଶ, ଚୀନ ଓ ପାକିସ୍ତାନ

ନୂଆଦିଲ୍ଲୀ: ଭାରତକୁ କାଉଣ୍ଟର କରିବାକୁ ଏକାଠି ହେଉଛନ୍ତି ୩ ପଡ଼ୋଶୀ- ବାଂଲାଦେଶ, ପାକିସ୍ତାନ ଓ ଚୀନ। ଦକ୍ଷିଣ ଏସିଆ ସଂଗଠନ ସାର୍କ (South Asian Association for Regional Cooperation)ର ଗୁରୁତ୍ୱ ହ୍ରାସ କରିବାକୁ ଏହି ୩ ଦେଶ ଏକାଠି ହୋଇ ଏକ ଆଞ୍ଚଳିକ … Read More

ଜୁଲାଇ ୩ ଯାଏଁ ଭିଜିବ ସାରା ଓଡ଼ିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁଲାଇ ୩ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମଧ୍ୟାହ୍ନ ବୁଲେଟିନ … Read More

‘ଅପରେସନ ସିନ୍ଦୂର’କୁ ନେଇ କ୍ୟାପ୍‌ଟେନ ଶିବକୁମାରଙ୍କ ମନ୍ତବ୍ୟ ପରେ ଅଡୁଆରେ ସରକାର

ନୂଆଦିଲ୍ଲୀ : ‘ଅପରେସନ ସିନ୍ଦୂର’ରେ ଭାରତର କ୍ଷୟକ୍ଷତିକୁ ନେଇ ବିରୋଧୀ ଦଳ କଂଗ୍ରେସ ସରକାରଙ୍କୁ ଘେରୁଥିବା ବେଳେ ବଡ଼ ତଥ୍ୟ ସାମ୍‌ନାକୁ ଆସିଛି। ଇଣ୍ଡୋନେସିଆରେ ଭାରତର ଡିଫେନ୍ସ ଆଟାଚେ କ୍ୟାପ୍‌ଟେନ ଶିବ କୁମାର ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ଦେଶ ପକ୍ଷରୁ … Read More

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ

ଭୁବନେଶ୍ବର: ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି । ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ … Read More

ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର ଅନୁ ଗର୍ଗ

ବାଲେଶ୍ୱର : ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର ।  ବାଲେଶ୍ବର ଓ ମୟୂରଭଞ୍ଜରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ ।  ପ୍ରବଳ ବର୍ଷା ଯୋଗୁ ଉତ୍ତର … Read More

ଭାରତୀୟ ସେନାକୁ ମିଳିବ ବ୍ରହ୍ମୋସଠୁ ଘାତକ କେ-୬ କ୍ଷେପଣାସ୍ତ୍ର

ଭାରତ ନିଜର କେ-୬ ହାଇପରସୋନିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିବାକୁ ଯାଉଛି। ସମୁଦ୍ରରେ ପରୀକ୍ଷଣ କରାଯିବାକୁ ଥିବା ଏହି କ୍ଷେପଣାସ୍ତ୍ରକୁ ପ୍ରତିରକ୍ଷା ଗବେଷଣା ଉନ୍ନୟନ ପ୍ରତିଷ୍ଠାନ(ଡିଆରଡିଓ) ଦ୍ଵାରା ବିକଶିତ କରାଯାଇଛି। ଏହାକୁ ଭାରତର ପରବର୍ତ୍ତୀ ଏସ-୫ ଶ୍ରେଣୀର ପରମାଣୁ କ୍ଷମତା ସମ୍ପନ୍ନ ବୁଡ଼ାଜାହାଜରେ … Read More

ଡିସେମ୍ବର ସୁଦ୍ଧା ରେଲୱେର ନୂଆ ଯାତ୍ରୀ ସଂରକ୍ଷଣ ବ୍ୟବସ୍ଥା

ଭୁବନେଶ୍ୱର : ଡିସେମ୍ବର ସୁଦ୍ଧା ରେଲୱେର ନୂଆ ଯାତ୍ରୀ ସଂରକ୍ଷଣ ବ୍ୟବସ୍ଥା ।  ପ୍ରତି ମିନିଟରେ ବୁକ କରି ହେବ ଦେଢ ଲକ୍ଷ ଟିକେଟ ।  ଯାତ୍ରା ସମୟର ୮ଘଣ୍ଟା ପୂର୍ବରୁ ଯାତ୍ରୀଙ୍କ ଚୂଡ଼ାନ୍ତ ଚାର୍ଟ ପ୍ରସ୍ତୁତ ହେବ।  ନିର୍ଦ୍ଧିଷ୍ଟ ଦିନର ଦିନ … Read More

୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ଯୌତୁକ ନେବା ସତ୍ବେ ମିଳିଲା ନିର୍ଯାତନା, ଜୀବନ ହାରିଲେ ନବବଧୂ

ଯୌତୁକ ବାବଦରେ ଜ୍ବାଇଁକୁ ୭୦ ଲକ୍ଷ ଟଙ୍କାର କାର ଦେଲେ। ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ବଣ୍ଡ ଦେଲେ। ତା’ ବ୍ୟତୀତ ଲକ୍ଷ ଲକ୍ଷ ଟଙ୍କାର ଜିନିଷପତ୍ର ଓ ସୁନା ଅଳଙ୍କାର ବି ଦେଲେ। ୧ କୋଟିରୁ ଅଧିକ ଟଙ୍କାର ଯୌତୁକ … Read More

ସମ୍ଭାବ୍ୟ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମୀକ୍ଷା ପରେ ପ୍ରତିକ୍ରିୟାରେ ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ମନ୍ତ୍ରୀ କହିଛନ୍ତି। ମୟୂରଭଞ୍ଜ ଓ ବାଲେଶ୍ବରକୁ ରେଡ୍ ଆଲର୍ଟ ରହିଛି। ତଳମୁଣ୍ଡରେ ପ୍ରବଳ … Read More