ଦ୍ଵିତୀୟ ଦିନରେ ବି ନବ ଦାସଙ୍କ ଘରେ ଚାଲିଛି ଚଢ଼ଉ

ଝାରସୁଗୁଡା: ନବ ଦାସଙ୍କ ଲିଙ୍କରେ ଆଜି ବି ଦ୍ଵିତୀୟ ଦିନରେ ସୁନ୍ଦରଗଡ, ଝାରସୁଗୁଡା, ଦିଲ୍ଲୀ ଓ ଭୁବନେଶ୍ୱରରେ ଆୟକର ବିଭାଗର ଚଢ଼ାଉ ଜାରି ରହିଛି | ବାସ୍ତବରେ ଗତକାଲିଠାରୁ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ଝାରସୁଗୁଡ଼ା ସରବାହାଲସ୍ଥିତ ବାସଭବନ ସମେତ … Read More

ଭାରତୀୟ ରେଳ ମାନଚିତ୍ରରେ ଯୋଡ଼ି ହେଲା ବୌଦ୍ଧ; ଗଡ଼ିଲା ଟ୍ରେନ୍‌

ଭୁବନେଶ୍ବର/ବୌଦ୍ଧ: ଭାରତୀୟ ରେଳ ଇତିହାସରେ ବୌଦ୍ଧର ନାମ ଯୋଡ଼ି ହୋଇଛି। ବହୁ ପ୍ରତୀକ୍ଷିତ ଆଶା ପୂରା ହୋଇଛି। ଦେଶର ରେଳ ମାନଚିତ୍ରରେ ବୌଦ୍ଧ ଜିଲ୍ଲା ଯୋଡ଼ି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶା ଗସ୍ତ ଅବସରରେ ବୌଦ୍ଧରୁ ରେଳ ଚଳାଚଳର ଶୁଭାରମ୍ଭ … Read More

ଖାମନେଇଙ୍କୁ ହତ୍ୟା କରିବା କଥା ଚିନ୍ତା ମଧ୍ୟ କରନାହିଁ, ଇସ୍ରାଏଲକୁ ଏଭଳି ଚେତାବନୀ ଦେଲା ରୁଷ

ଇରାନ ଓ ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇସ୍ରାଏଲକୁ କଡା ଚେତାବନୀ ଦେଇଛି ରୁଷ । ଉଭୟ ଦେଶ ପରସ୍ପର ଉପରେ କ୍ଷେପଣାସ୍ତ୍ର ମାଡ କରିବାରେ ଲାଗିଛନ୍ତି, ଏହି ସମୟରେ ରୁଷ ଇରାନକୁ ଖୋଲାଖୋଲି ଭାବରେ ସମର୍ଥନ କରିଛି । ପୂର୍ବରୁ ଇସ୍ରାଏଲ … Read More

ପ୍ରଥମ ପର୍ଯ୍ୟାୟ UG ଆଡମିଶନର ଶେଷ ତାରିଖ ଅବଧି ବଢିଲା

ଭୁବନେଶ୍ୱର: ବଢିଲା ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି । ଜୁନ୍‌ ୨୧ ତାରିଖ ଅର୍ଥାତ୍‌ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି । ଯେଉଁ ଛାତ୍ର ଛାତ୍ରୀ ମାନେ ଟଙ୍କା ଜମା କରି … Read More

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି । ୨୦୪୭ ସୁଦ୍ଧା ରାଜ୍ୟର ଅର୍ଥନୀତି ହେବ ୧.୫ ଟ୍ରିଲିଅନ ଡଲାର । ଓଡ଼ିଶାର ଭବିଷ୍ୟତକୁ ସୁଦୃଢ଼ କରିବା ପାଇଁ ଆଜିଠାରୁ ଭିଜନ ଡକୁମେଣ୍ଟ ୨୦୩୬ ଓ … Read More

ଜନ୍ମଦିନରେ ଦୃଷ୍ଟିବାଧିତ ପିଲାଙ୍କ ଗୀତ ଶୁଣି କାନ୍ଦି ପକାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ତିନିଦିନିଆ ଉତ୍ତରାଖଣ୍ଡଗସ୍ତରେ ଅଛନ୍ତି। ରାଷ୍ଟ୍ରପତିଙ୍କ ଆଜି ୬୭ତମ ଜନ୍ମଦିନ। ଜନ୍ମଦିନରେ ଦ୍ରୌପଦୀ ମୁର୍ମୁ ଡେରାଡୁନର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଦି ଏମ୍ପାୱାରମେଣ୍ଟ ଅଫ୍ ପର୍ସନ୍ସ ୱିଥ୍ ଭିଜୁଆଲିଟିଜର ଅଡିଟୋରିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ … Read More

ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ : ଓଡ଼ିଶାରେ ବିଜେପି ଡବଲ ଇଂଜିନ ସରକାରର ଲାଭ ମିଳୁଛି : ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାର ପରମ୍ପରା ଓ ଲୋକଙ୍କୁ ପ୍ରସଂଶା କଲେ । ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ … Read More

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ। ଆବେଦନ ଖାରଜ କଲେ ହାଇକୋର୍ଟ। ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ … Read More

କେନ୍ଦ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୁଲିସ

କୋଲକାତା : ପଶ୍ଚିମବଙ୍ଗରେ ବିଜେପି ରାଜ୍ୟ ସଭାପତି ତଥା କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଶୁକ୍ରବାର ପୁଲିସ ହେପାଜତକୁ ନେଇଛି। ତାଙ୍କୁ ଲାଲବଜାର ପୁଲିସ ମୁଖ୍ୟାଳୟର ହାଜତକୁ ନିଆଯାଇଛି। ଏହି ଘଟଣା କେବଳ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି କରିଛି … Read More

ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ: ୩ ଜଣଙ୍କୁ ଗିରଫ କଲା ପୋଲିସ, ଜଣେ ଫେରାର

କଟକ: ଭାଇ ସାଜିଲା ଭଗାରୀ । ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ । ମିଳିମିଶି ଜୀବନ ନେଲେ ଭାଇ, ଭାଇ ବୋହୂ ଓ ପୁତୁରା । କଟକ ବକ୍ସିବଜାର ସିଡିଏ ମାର୍କେଟ କମ୍ପ୍ଲେକ୍ସ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ । ତିନି ଜଣଙ୍କୁ … Read More