ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍‌; ନେତା ସହ ୫ ଗିରଫ

ଢାକା : ବାଂଲାଦେଶରେ କୋମିଲା ଜିଲାରେ ଜଣେ ୨୭ ବର୍ଷୀୟ ହିନ୍ଦୁ ଯୁବତୀଙ୍କ ସହ ତାଙ୍କ ଘରେ ପଶି ଦୁଷ୍କର୍ମ କରିଥିବା ଘଟଣା ହଇଚଇ ସୃଷ୍ଟି କରିଛି । ଯୁବତୀଙ୍କ ଭିଡିଓ କରି ତାହାକୁ ସୋସିଆଲ ମିଡିଆରେ ଭାଇରାଲ୍‌ ମଧ୍ୟ କରାଯାଇଛି … Read More

ଉତ୍ତର ଓଡ଼ିଶାରେ ବଡ ବନ୍ୟାର ଆଶଙ୍କା: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବଡ଼ ବନ୍ୟା ଆଶଙ୍କା କରାଯାଉଛି | ଆସନ୍ତା ୨୪ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ତା ପରେ ବର୍ଷା ଉପରେ ନିର୍ଭର କରିବ ବନ୍ୟାର ସ୍ଥିତି କିଛି ଏଭଳି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ | ସର୍ବୋଚ୍ଚ … Read More

ଟାହିଆ ହଲାଇ ଝୁଲି ଝୁଲି ଜନ୍ମବେଦୀରେ ପହଞ୍ଚିଲେ ତିନିଠାକୁର

ପୁରୀ: ଘୋଷଯାତ୍ରାର ତୃତୀୟ ଦିବସରେ ଭକ୍ତିମୟ ପରିବେଶ ମଧ୍ୟରେ ଜନ୍ମବେଦୀରେ ପହଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଗୋଟିଏ ଦିନ ବିଳମ୍ବରେ, ରବିବାର ସନ୍ଧ୍ୟାରେ ଗୋଟି ପହଣ୍ଡିରେ ମହାପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ମନ୍ଦିର ସ୍ଥିତ ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି। … Read More

“ଆମେ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ”: ପୁରୀ ଅଘଟଣ ପରେ ପ୍ରତାପ ଷଡ଼ଙ୍ଗୀଙ୍କ ଘୋଷଣା

ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ଦୁଃଖଦ ଦଳାଚକଟା ଘଟଣାକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପିର ସଭାପତି ନିର୍ବାଚନକୁ ସ୍ଥଗିତ ରଖାଯାଇଛି। କେବଳ ସଭାପତି ନିର୍ବାଚନ ନୁହେଁ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ ପାଇଁ ହେବାକୁ ଥିବା ନିର୍ବାଚନକୁ ମଧ୍ୟ ସାମୟିକ ଭାବେ ସ୍ଥଗିତ କରାଯାଇଛି। … Read More

ଅତିରିକ୍ତ ଡିଜିପି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ

କଟକ: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ଦୁର୍ଘଟଣା ପରେ ରାଜ୍ୟ ସରକାର ଏକ ବଡ଼ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରିଛନ୍ତି। ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ADG ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଚଳିତ ବର୍ଷ ରଥଯାତ୍ରାର ସୁରକ୍ଷା ଓ ପରିଚାଳନାର ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି। … Read More

ଶରଧାବାଲି ବିପର୍ଯ୍ୟୟ: ମୃତକଙ୍କ ପାଇଁ ଗଜପତିଙ୍କ ଶୋକ, ତଦନ୍ତ ଦାବି କଲେ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ଶନିବାର ରାତିରେ ଘଟିଥିବା ଦଳାଚକଟା ଘଟଣାରେ ତିନି ଜଣ ଭକ୍ତଙ୍କ ମୃତ୍ୟୁ ଏବଂ ଅନେକ ଆହତ ହେବା ଖବରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଗଭୀର ମର୍ମାହତ ହୋଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଗଜପତି … Read More

IAS ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ

IAS ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ | ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ମଧ୍ୟ ଅଛନ୍ତି | ଏଥି ସହିତ ଇଡ଼କୋର ଅଧ୍ୟକ୍ଷ ମଧ୍ୟ ଅଛନ୍ତି | ସାଧାରଣ ପ୍ରଶାସନ ପକ୍ଷରୁ ଏ ନେଇ ଵିଜ୍ଞପ୍ତି ପ୍ରକାଶ … Read More

ମହୁଆ ହନିମୁନରୁ ଫେରି ଝଗଡା କରୁଛନ୍ତି: କଲ୍ୟାଣ ବାନାର୍ଜୀ

ନୂଆଦିଲ୍ଲୀ: କୋଲକାତା ଆଇନ କଲେଜ ମାମଲାକୁ ନେଇ ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ଥିବା ବିବାଦ ଏବେ ପଦାରେ ପଡ଼ିଛି। ଦଳର ଦୁଇ ବରିଷ୍ଠ ସାଂସଦ ମହୁଆ ମୋଇତ୍ରା ଏବଂ କଲ୍ୟାଣ ବାନାର୍ଜୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବାକ୍‌ଯୁଦ୍ଧ ବ୍ୟକ୍ତିଗତ ସ୍ତରକୁ ଖସି … Read More

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ସ୍ଥଗିତ

ଭୁବନେଶ୍ୱର: ଆସନ୍ତାକାଲି, ଅର୍ଥାତ୍ ଜୁନ୍ ୩୦, ୨୦୨୪ (ସୋମବାର) ଦିନ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଘଟିଥିବା ଦଳାଚକଟା ଘଟଣା ଏବଂ ଏହାର ପରବର୍ତ୍ତୀ ପରିସ୍ଥିତି ମଧ୍ୟରେ ରାଜ୍ୟ ସରକାର … Read More

ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରନାହିଁ: କେଜ୍ରିୱାଲ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବସ୍ତି ଭଙ୍ଗାକୁ ବିରୋଧ କରି ଆମ ଆଦମୀ ପାର୍ଟି (ଆପ୍) ଆଜି ଜନ୍ତର ମନ୍ତରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜନ କରିଛି। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଦଳର ବହୁ ବରିଷ୍ଠ ନେତା … Read More