ନିଜ ଛୋଟ ଅଭିଜ୍ଞତାକୁ ନେଇ କାମ କରିବେ କହିଲେ ପୁରୀ ଏସପି ପିନାକ ମିଶ୍ର

ପୁରୀ: ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣା ପରେ ରାଜ୍ୟ ସରକାରଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ କ୍ରମରେ ପୁରୀର ନୂତନ ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ପିନାକ ମିଶ୍ର। ଦାୟିତ୍ୱ ନେବା ପରେ ସେ ନିଜର ପ୍ରତିକ୍ରିୟା ରଖିଛନ୍ତି। … Read More

ପୁରୀ ଦୁର୍ଘଟଣାକୁ ‘ଗମ୍ଭୀର ଚେତାବନୀ’ କହିଲେ ରାହୁଲ ଗାନ୍ଧୀ, ଭିଡ଼ ପରିଚାଳନା ନେଇ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁରୀରେ ଘଟିଥିବା ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି। ସୋସିଆଲ ମିଡିଆ ‘X’ରେ ଏକ ପୋଷ୍ଟ ମାଧ୍ୟମରେ ସେ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା … Read More

ଉତ୍ତରାଖଣ୍ଡ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଚାରିଧାମ ଯାତ୍ରା

ବଡ଼କୋଟ (ଉତ୍ତରାଖଣ୍ଡ): ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରିଧାମ ଯାତ୍ରାକୁ ଆଗାମୀ ୨୪ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି। ଏହି ସମୟରେ ଯମୁନୋତ୍ରୀ ଜାତୀୟ ରାଜପଥ ସମେତ ଅନେକ ପ୍ରମୁଖ ରାସ୍ତା ବନ୍ଦ … Read More

IAS ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନାର ସ୍ୱତନ୍ତ୍ର ଦାୟିତ୍ୱ

ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣା ପରେ ରାଜ୍ୟ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭିଡ଼ ପରିଚାଳନାରେ ବିଫଳତା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍‌ପି ବିନିତ ଅଗ୍ରୱାଲଙ୍କୁ ବଦଳି କରାଯାଇଥିବା ବେଳେ ଡିସିପି … Read More

ବାଲେଶ୍ୱର ପାଇଁ ବନ୍ୟା ସତର୍କତା: ବିପଦ ସଙ୍କେତରେ ଜଳକା, ନଦୀକୂଳିଆଙ୍କ ମଧ୍ୟରେ କୋକୁଆ ଭୟ

ବାଲେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାର ଜଳକା ନଦୀ ଫୁଲିବାରେ ଲାଗିଛି। ମଥାନୀଠାରେ ନଦୀର ଜଳସ୍ତର ବିପଦ ସଙ୍କେତ ୬.୫୦ ମିଟରରେ ପ୍ରବାହିତ ହେଉଛି। ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ନଦୀକୂଳିଆ ଲୋକମାନେ ବନ୍ୟା ଆଶଙ୍କାରେ ଭୟଭୀତ … Read More

ୱାକଫ ଆଇନ ଆଳରେ ଭୋଟ ଅଧିକାର ଛଡ଼ାଇ ନେବାର ଷଡ଼ଯନ୍ତ୍ର: ତେଜସ୍ୱୀ ଯାଦବଙ୍କ ସାଂଘାତିକ ଅଭିଯୋଗ

ପାଟନା: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି, “ଏହି ଦେଶ କାହା ବାପାର ନୁହେଁ, ଏହା ଆମ ସମସ୍ତଙ୍କ ହିନ୍ଦୁସ୍ଥାନ।” ପାଟନାର ଗାନ୍ଧୀ ମଇଦାନରେ ‘ଇମାରତ-ଏ-ଶରିଆ’ ପକ୍ଷରୁ ଆୟୋଜିତ ‘ୱାକଫ ବଚାଓ-ଦସ୍ତୁର … Read More

ପୁରୀ ଦଳାଚକଟା ପ୍ରଭାବ: ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର, ଏସ୍‌ପି ବିନିତ ଅଗ୍ରୱାଲ ବଦଳି; ଦୁଇ ଅଧିକାରୀ ନିଲମ୍ବିତ

ପୁରୀ: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍‌ପି ବିନିତ ଅଗ୍ରୱାଲଙ୍କୁ ବଦଳି କରାଯାଇଥିବା ବେଳେ ଡିସିପି … Read More

‘ମହାପ୍ରଭୁଙ୍କ ଇଚ୍ଛା’ କହି ଦାୟିତ୍ୱରୁ ଖସିପାରିବନି ପ୍ରଶାସନ: ପୁରୀ ଅଘଟଣ ପରେ ନବୀନଙ୍କ କଡ଼ା ପ୍ରତିକ୍ରିୟା

ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣାକୁ ନେଇ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ସିଧାସଳଖ ଦାୟୀ କରିଛନ୍ତି। ରଥଯାତ୍ରା ପରିଚାଳନାରେ ସରକାରଙ୍କ ଚରମ ଉଦାସୀନତା ଓ ପ୍ରଶାସନିକ ବିଫଳତା ଯୋଗୁଁ ଏଭଳି ଦୁଃଖଦ ଘଟଣା ଘଟିଲା … Read More

ପୁରୀ ଅଘଟଣ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଦୁଃଖ ପ୍ରକାଶ, ମନ୍ତ୍ରୀ ମାନିଲେ ଅବହେଳା

ପୁରୀ: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ପରେ ସରକାରୀ ସ୍ତରରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଥିବା ବେଳେ, ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ … Read More

ମୌସୁମୀ ସହ ମାଡ଼ି ଆସୁଛି ଡେଙ୍ଗୁ: ରାଜଧାନୀରେ ଅଣାୟତ୍ତ ହେଲାଣି ସ୍ଥିତି

ଭୁବନେଶ୍ୱର: ମୌସୁମୀ ଆଗମନ ସହ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଶହେ ମୁହାଁ ହୋଇଥିବା ବେଳେ କେବଳ ଜୁନ୍ ମାସରେ ହିଁ ସର୍ବାଧିକ ମାମଲା ଚିହ୍ନଟ ହୋଇଛି, ଯାହା … Read More