ଅହମ୍ମଦାବାଦ ବିମାନ ଦୁର୍ଘଟଣାର ହୃଦୟ ବିଦାରକ ଦୃଶ୍ୟ, ପୁଅକୁ ବଞ୍ଚାଇବାକୁ ନିଆଁ ସହ ଲଢୁଛି ମାଆ

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬୫ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ମଧ୍ୟରେ ବିମାନ ଭିତରେ ଥିବା ଲୋକମାନଙ୍କ ସହ ଦୁର୍ଘଟଣା ଘଟିଥିବା ଅଞ୍ଚଳରେ ରହୁଥିବା ଲୋକମାନେ ମଧ୍ୟ ସାମିଲ ଅଛନ୍ତି। ଏହି ଦୁର୍ଘଟଣା ପରେ ଏକ ଭିଡିଓ … Read More

ଇସ୍ରାଏଲ-ଇରାନ ଉତ୍ତେଜନା ନେଇ ଭାରତର ଉଦ୍‌ବେଗ, ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଉତ୍ତେଜନାକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ହିଂସା ପଥ ଛାଡ଼ି କୂଟନୈତିକ ସ୍ତରରେ ଆଲୋଚନା ଜରିଆରେ ଦୁଇ ଦେଶ ପରସ୍ପର ମଧ୍ୟରେ ଥିବା ବିବାଦକୁ ସମାଧାନ କରିବା ଲାଗି … Read More

ଅହମଦାବାଦ ବିମାନ ଦୁର୍ଘଟଣା ; ସଭିଁଙ୍କୁ ମର୍ମାହତ କରୁଛି  ଡାକ୍ତର ଦମ୍ପତିଙ୍କ ନିଜ ୩ ଶିଶୁଙ୍କ ସହ ଶେଷ ସେଲ୍‌ଫି

ନୂଆଦିଲ୍ଲୀ : ଏକ ଡାକ୍ତର ଦମ୍ପତି ନିଜ ୩ ଶିଶୁଙ୍କ ସହ ବ୍ରିଟେନରେ ନିଜ ଜୀବନରେ ନୂଆ ଆରମ୍ଭ କରିବାକୁ ଯାଉଥିଲେ । ମାତ୍ର ନୂଆ ସ୍ୱପ୍ନ ପୂରଣ କରିବା କେବଳ ସ୍ୱପ୍ନରେ ହିଁ ରହିଗଲା । ଗତକାଲି ଘଟିଥିବା ଅହମଦାବାଦର … Read More

ମିଳିଲା ବ୍ଲାକ୍‌ବକ୍ସ: ଏବେ ଜଣାପଡ଼ିବ ଭୟଙ୍କର ଦୁର୍ଘଟଣା ପଛର କାରଣ

ନୂଆଦିଲ୍ଲୀ,୧୩।୬: ଭାରତର ବିମାନ ସେବା କ୍ଷେତ୍ରରେ ଘଟିଛି ଭୟଙ୍କର ଦୁର୍ଘଟଣା। ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ- ଏଆଇ୧୭୧ (ବୋଇଂ ୭୮୭-୮ ଡ୍ରିମ୍‌ଲାଇନର) ଉଡ଼ାଣ ଆରମ୍ଭ କରିବାର ମାତ୍ର ୫ ମିନିଟ୍‌ ମଧ୍ୟରେ ନିକଟସ୍ଥ ବି.ଜେ. ମେଡିକାଲ କଲେଜ ହଷ୍ଟେଲ … Read More

ଏତେ ବଡ଼ ପ୍ଲେନକ୍ରାଶ୍‌ର କାରଣକୁ ନେଇ ଚର୍ଚ୍ଚା

ଅହମଦାବାଦ, ୧୩।୬: ଗୁରୁବାର ଅହମଦାବାଦରୁ ଲଣ୍ଡନର ଗାଟୱିକ ବିମାନବନ୍ଦରକୁ ଯାଉଥିବା ଏୟାର ଇଣ୍ଡିଆର ବିମାନ ଏଆଇ-୧୭୧ ଉଡ଼ାଣ ପରେ କିଛି ମୁହୂର୍ତ୍ତରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୨୪୨ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ … Read More

ଚମତ୍କାର: ବିମାନ ଦୁର୍ଘଟଣା ନିଆଁରେ ମୃତ୍ୟୁ ବରଣ କଲେ ୨୬୫, ଅକ୍ଷତ ଅବସ୍ଥାରେ ମିଳିଲା ‘ଭଗବଦ୍ ଗୀତା’

ଅହମଦାବାଦ: ବିମାନ ଦୁର୍ଘଟଣାରେ ଯେତେବେଳେ ସବୁକିଛି ପୋଡି ପାଉଁଶ ହୋଇଯାଇଛି ଆଉ ୨୬୫ ଜୀବନ ଚାଲିଯାଇଛି । ସେଥିରୁ ଅନୁମାନ କରନ୍ତୁ ଦୁର୍ଘଟଣା କେତେ ଭୟାନକ ହୋଇଥିବ । ବିମାନରେ ଥିବା ୨୪୨ ଜଣଙ୍କ ମଧ୍ଯରୁ ଜଣେ ମୃତ୍ୟୁ ମୁଖରୁ ବର୍ତ୍ତିଯିବା … Read More

ରୂପାନୀଙ୍କ ଲକି ନମ୍ବର ‘୧୨୦୬’ ଶେଷ ବେଳକୁ ହେଲା ଅନଲକି

ନୂଆଦିଲ୍ଲୀ,୧୩।୬: ଅହମଦାବାଦ ବିମାନ ଦୁର୍ଘଟଣାରେ ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି। ଏହି ବିମାନ ଦୁର୍ଘଟଣାରେ ବିମାନରେ ଥିବା ୨୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏହି ବିମାନ ଅହମଦାବାଦରୁ ଲଣ୍ଡନ ଯାଉଥିଲା, ଯେଉଁଥିରେ ବିଜୟ ରୂପାନୀ ମଧ୍ୟ ଯାତ୍ରା … Read More

ଦୁର୍ଘଟଣା ପରେ ଭଗ୍ନାବଶେଷରୁ ମିଳିଲା ଏକ ଡିଭିଆର୍‌

ଅହମ୍ମଦାବାଦ୍‌: ଏୟାର ଇଣ୍ଡିଆ ଅହମ୍ମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣାକୁ ନେଇ ଗୋଟାଏ ପରେ ଗୋଟାଏ ତଥ୍ୟ ହସ୍ତଗତ ହେବାରେ ଲାଗିଛି। ଗୁରୁବାର ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ … Read More

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍ । ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ … Read More

ଚାଲିଗଲା ୨୬୫ ଜୀବନ: ଅହମଦାବାଦ ହସ୍ପିଟାଲ୍‌ରେ ଭିଡ଼ ଅଣାୟତ

ଅହମ୍ମଦାବାଦ୍‌: ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ ହୋଇଛି । ଆଉ ନିଜ ପ୍ରିୟଜନଙ୍କ ମୃତଦେହ ନେବାପାଇଁ ଅହମ୍ମଦାବାଦ ମେଡିକାଲରେ ସମ୍ପର୍କୀୟଙ୍କ ଗହଳି ଲାଗିଲାଣି । ଦୁର୍ଘଟଣା ପରେ ବିସ୍ଫୋରଣ ପାଇଁ ଅଧିକାଂଶ ମୃତଦେହ ସମ୍ପୂର୍ଣ୍ଣ ନଷ୍ଟ … Read More