ବିମାନ ଦୁର୍ଘଟଣାଗ୍ରସ୍ତ ହେବାର କିଛି ସମୟ ପୂର୍ବରୁ ପାଇଲଟ ଦେଇଥିଲେ ବିପଦପୂର୍ଣ୍ଣ ସଙ୍କେତ

ଅହମ୍ମଦାବାଦ: ଏୟାର ଇଣ୍ଡିଆର ଏଆଇ-୧୭୧ ଯାତ୍ରୀବାହୀ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବେଳେ ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦେଖୁଦେଖୁ ବିମାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ଏହି ଭୟାବହ ଦୁର୍ଘଟଣାରେ ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ଜଣାପଡ଼ି ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି … Read More

ଧଳା ବାଘୁଣୀ ମୌସୁମୀ ଠାରୁ ଅଲଗା ହେଲେ ୨ ଶାବକ, ଶିଶୁ ଲାଳନ ପାଳନ କେନ୍ଦ୍ରକୁ କରାଗଲା ସ୍ଥାନାନ୍ତରିତ

ଭୁବନେଶ୍ୱର: ମା’ ଠାରୁ ଅଲଗା ହେଲେ ଦୁଇ ଛୁଆ। ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା ଅଣ୍ଡିରା ଓ ଗୋଟିଏ ନାଲି ମାଇ ଶାବକ ଜନ୍ମ ଦେଇଥିଲା । ଜନ୍ମ … Read More

ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ ।  314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି ଯୋଜନା  I ଗାଡିକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ  I ସରକାରୀ ଯୋଜନା ଲୋକଙ୍କ … Read More

ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ … Read More

ଓଡ଼ିଶାରୁ ସିଧା ଆବୁଧାବି, ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ। ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା ବିମାନ। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର-ଆବୁଧାବି ସିଧା ବିମାନସେବାର … Read More

ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟର ସେବା ବନ୍ଦ। ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ NAC ଅଂଚଳରେ ଇଣ୍ଟର … Read More

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ ।  ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ ।  ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ … Read More

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ

ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇଣ୍ଡିଗୋ ସପ୍ତାହରେ ତିନିଥର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ସିଧାସଳଖ … Read More

୨୦ରୁ କମ୍‌ ଓ ୨୮ ଡିଗ୍ରୀରୁ ଅଧିକ ତାପମାତ୍ରାରେ ଚଲାଇ ପାରିବେନି ଏସି

ନୂଆଦିଲ୍ଲୀ: ସାରା ଦେଶରେ ପ୍ରବଳ ଗରମ ଏବଂ ଗ୍ରୀଷ୍ମ ପ୍ରବାହ ମଧ୍ୟରେ କେନ୍ଦ୍ର ସରକାର ଏୟାର କଣ୍ଡିସନର(ଏସି) ବ୍ୟବହାର ସମ୍ପର୍କରେ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି। କେନ୍ଦ୍ର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲ ଖଟ୍ଟର … Read More

ଭୁବନେଶ୍ୱରରୁ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନ୍ ସୁଗାର ଜବତ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (ଏସଟିଏଫ) ଭୁବନେଶ୍ୱରରେ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୩୧୯ ଗ୍ରାମ ଓଜନର ବ୍ରାଉନ୍ ସୁଗାର ଜବତ କରିଛି।  ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରିଛି। ଏସଟିଏଫର ଏକ ଟିମ୍ ମଙ୍ଗଳବାର ଭୁବନେଶ୍ୱର … Read More