ସରକାରଙ୍କ ଦ୍ଵିତୀୟ ବର୍ଷର ଉନ୍ନୟନ କାମର ଶୁଭାରମ୍ଭ କେନ୍ଦ୍ରାପଡ଼ାରୁ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି । ଏଥିସହ … Read More

୨୯ OAS ଅଧିକାରୀଙ୍କ ବଦଳି, ସୁକାନ୍ତ କୁମାର ବେହେରା ହେଲେ କଟକ RDC

ଭୁବନେଶ୍ୱର : ୨୯ OAS ଅଧିକାରୀଙ୍କ ବଦଳି । ୨୯ ଜଣ ବରିଷ୍ଠ OAS ଅଧିକାରୀଙ୍କ ବଦଳି କଲେ ସରକାର । ସୁକାନ୍ତ କୁମାର ବେହେରା ହେଲେ କଟକ RDC (CD) ସଚିବ। ଲିପ୍ ସା ଦାସଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ … Read More

ରଥଯାତ୍ରା ସମୟରେ ଚଳାଚଳ କରିବ ୩୬୫ ସ୍ଵତନ୍ତ୍ର ଟ୍ରେନ୍

ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ, ସ୍ଵାସ୍ଥ୍ୟ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ … Read More

ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ : ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ: ପୁରୀ ମେଡିକାଲରେ ୧୫ଟି ସ୍ବତନ୍ତ୍ର ଆଇସିୟୁ ବେଡ୍ ବ୍ୟବସ୍ଥା କରାଯାଉଛି ।  ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।  କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।  ରଥଯାତ୍ରାରେ ୩୦୦ରୁ … Read More

କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮ … Read More

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ … Read More

ସରିଲା ରିଙ୍କୁ ସିଂହ- ପ୍ରିୟା ସରୋଜଙ୍କ ନିର୍ବନ୍ଧ, ନଭେମ୍ବରରେ ହେବ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସମାଜବାଦୀ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସରିଛି। ରବିବାର ଲକ୍ଷ୍ନୌର ସେଣ୍ଟ୍ରାଲ ହଲ୍‌ରେ ଉଭୟଙ୍କ ପରିବାରବର୍ଗ ଓ ଅତିଥିଙ୍କ ଗହଣରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ନିର୍ବନ୍ଧ ପାଇଁ ୩୦୦ ଅତିଥିଙ୍କୁ ନିମନ୍ତ୍ରଣ ଦିଆଯାଇଥିବାବେଳେ, ଏହି … Read More

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା … Read More

ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ … Read More

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଟ୍ରାଫିକ କଟକଣା ଜାରି

ପୁରୀ: ଜୁନ୍ ୧୧ ତାରିଖରେ ଶ୍ରୀଜଗନ୍ନାଥ ମନ୍ଦିରର ଦେବସ୍ନାନ ପୂର୍ଣ୍ଣିମା ହେବ। ଏହି ଅବସରରେ ପୁରୀରେ ବହୁ ସଂଖ୍ୟକ ଭକ୍ତଙ୍କ ଭିଡ଼ ହେବାର ସମ୍ଭାବନା ରହିଛି। ଫଳରେ ସୁଗମ ଯାନବାହାନ ଚଳାଚଳ ପାଇଁ ପୋଲିସ ରବିବାର ଏକ ଟ୍ରାଫିକ ପରାମର୍ଶ ଜାରି … Read More