ଓଡିଶା ଆସିବେ ମୋଦି, ମୋହନ ସରକାରଙ୍କ ପ୍ରଥମ ବାର୍ଷିକୀ ଉତ୍ସବରେ ଯୋଗଦେବେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ବିଜେପି ସରକାରଙ୍କ ପ୍ରଥମ ବାର୍ଷିକୀ ପାଳନ ଉତ୍ସବରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱରର ଜନତା ମଇଦାନରେ ହେବାକୁ … Read More

ବେଙ୍ଗାଲୁରୁ ଦଳାଚକଟା ଘଟଣା ପରେ ମୁହଁ ଖୋଲିଲେ କୋହଲି: କହିଲେ- ମୁଁ ଶବ୍ଦହୀନ, ମୁଁ ମର୍ମାହତ

ବେଙ୍ଗାଲୁରୁ: ଆରସିବିର ବିଜୟ ଶୋଭାଯାତ୍ରା ବେଳେ ଦଳାଚକଟା ଘଟଣା । ୧୧ ଜଣଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ ଆରସିବିର ଷ୍ଟାର୍ ବ୍ୟାଟର ବିରାଟ କୋହଲି । ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ଏବଂ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ … Read More

୧୨ ଦେଶକୁ ଆମେରିକା ମନା, ୭ ଦେଶ ଉପରେ ଆଂଶିକ କଟକଣା

ଓ୍ବାଶିଂଟନ: ବିଦେଶୀ ନାଗରିକଙ୍କ ପାଇଁ ଆମେରିକାରେ କଟକଣା। ୧୨ ଦେଶର ଲୋକଙ୍କୁ ଆମେରିକା ମନା। ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ। ଏଥିସହ ଅନ୍ୟ ୭ଟି ଦେଶରୁ ଆସୁଥିବା ଲୋକଙ୍କ ଉପରେ ଆଂଶିକ କଟକଣା ଲାଗୁ କରାଯାଇଛି। ଏ ସମ୍ପର୍କିତ … Read More

ଶାଳୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଭିଣୋଇ

ଭୁବନେଶ୍ୱର : ଗଞ୍ଜାମ ଜଗନ୍ନାଥପ୍ରସାଦ ଥାନା ଚଢ଼େୟା ପଲ୍ଲୀରେ ହୋଇଛି ନିର୍ମମ ହତ୍ୟାକାଣ୍ଡ । ଶାଳିକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ଭିଣୋଇ । ଜମିଜମା ବିବାଦରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଥିବା ବେଳେ ପୋଲିସ … Read More

ବିସ୍ଫୋରକ ଭ୍ୟାନ ଜବତ୍ ମାମଲାରେ ତଦନ୍ତ, ଶ୍ରବଣ ଅଗ୍ରୱାଲଙ୍କ ପତ୍ନୀ ନିକିତା ଅଗ୍ରୱାଲଙ୍କୁ ପଚରାଉଚରା

ରାଉରକେଲା:  ରାଉରକେଲାର ବାଲୁଘାଟ ପେଟ୍ରୋଲ ପମ୍ପ ନିକଟରୁ ଜବତ୍ ଦୁଇଟି ଏକ୍ସପ୍ଲୋସିଭ ଭ୍ୟାନ ସମ୍ପର୍କରେ ତଦନ୍ତକୁ ଜୋରଦାର କରିଛି ରାଉରକେଲା ପୋଲିସ୍ ।  ଗୋଟିଏ ଭ୍ୟାନର ଟ୍ରାନଜିଟ ପରମିଟ ନଥିବା ବେଳେ ଆଉ ଗୋଟିଏର ବନ୍ଦ ପଡିଥିବା ଶୁଭମ୍ ଏଗ୍ରିଗେଟ ନାମରେ … Read More

ଆଜି ଆସିବ ପୋଷ୍ଟମୋର୍ଟମ ରିପୋର୍ଟ, ୬ ରୋଗୀଙ୍କ ମୃତ୍ୟୁ ପରେ ଫୋକସରେ ନୋରେପିନେଫ୍ରିନ୍ ଇଞ୍ଜେକ୍ସନ୍

ଜୟପୁର: କୋରାପୁଟ ସହିଦ ଲକ୍ଷ୍ଣଣ ନାୟକ ହସପିଟାଲରେ ୬ ରୋଗୀଙ୍କ ମୃତ୍ୟୁ ଘଟଣାରେ ତନାଘନା । ମେଡିକାଲରେ ପହଞ୍ଚିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ ପଚରାଉଚରା … Read More

ଭାରତ ବିରୋଧରେ ପାକ୍‌ର ଧର୍ମ କାର୍ଡ ଫ୍ଲପ୍: ‘ଆମେ ଦୁହେଁ ଇସଲାମିକ୍ ରାଷ୍ଟ୍ର’

ନୂଆଦିଲ୍ଲୀ: ଜାତିସଂଘରେ କାଶ୍ମୀର ପ୍ରସଙ୍ଗ ଥିବା ଦର୍ଶାଇ ସମସ୍ତ ‘ଅପରେସନ ସିନ୍ଦୂର ଆଉଟ୍‌ରିିଚ୍‌’ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପାକିସ୍ତାନର ଅନୁରୋଧକୁ ମାଲେସିଆ ପ୍ରତ୍ୟାଖ୍ୟାନ କରିଛି। ଧର୍ମ କାର୍ଡ ଖେଳିବାକୁ ଚେଷ୍ଟା କରି ପାକିସ୍ତାନୀ ଦୂତାବାସ ମାଲେସିଆ ସରକାରୀ ଅଧିକାରୀମାନଙ୍କୁ ସଞ୍ଜୟ ଝାଙ୍କ … Read More

ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲା: ପୁଲିସ ଉପରେ ବର୍ଷିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ୨୦୨୧ ନିର୍ବାଚନ ପରବର୍ତ୍ତୀ ହିଂସା ସମୟରେ ଜଣେ ବିଜେପି ସମର୍ଥକଙ୍କ ଘରେ ଭଙ୍ଗାରୁଜା ଓ ତାଙ୍କ ପତ୍ନୀଙ୍କୁ ଯୌନ ନିର୍ଯାତନା ମାମଲାରେ ସୁପ୍ରିମ୍‌କୋର୍ଟ ନିକଟରେ ପଶ୍ଚିମବଙ୍ଗ ପୁଲିସକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ଦାୟିତ୍ୱରେ ଥିବା ଅଧିକାରୀ ଏଫ୍‌ଆଇଆର୍ … Read More

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଜ୍ଞାମାଳ ବିଜେ

ପୁରୀ : ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୀତି । ସନ୍ଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ … Read More

ଭାଜପାର ଏକ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ, ପିପିଲି-ଡ଼େଲାଙ୍ଗବାସୀଙ୍କ ଆଗରେ ରିପୋର୍ଟ କାର୍ଡ଼ ଦେଲେ ବିଧାୟକ ଓ ସାଂସଦ

ପିପିଲି : ଭାଜପା ପାଳନ କରିଛି ବିଜୟ ଉତ୍ସବର ଏକ ବର୍ଷ ପୂର୍ତ୍ତି ଉତ୍ସବ । ପିପିଲି ଦାଣ୍ଡମୁକୁନ୍ଦପୁର ବାଲିପଡ଼ଇଆରେ ବିଶାଳ ଆଶୀର୍ବାଦ ଉତ୍ସବ ଆୟୋଜିତ କରି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ଆଶିଷ କାମନା କରିଥିଲେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଏବଂ … Read More