ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକର ଅଟକ ରଖିଛି ରାୟଗଡା ପୋଲିସ । ରାୟଗଡା ରେଳ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା … Read More

କୋରାପୁଟ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ, ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ମୃତ୍ୟୁ ଘଟଣାର କରିବେ ସ୍ଥିତି ଅନୁଧ୍ୟାନ

କୋରାପୁଟ: ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣାରେ ଅନୁଧ୍ୟାନ ପାଇଁ ମେଡିକାଲ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରିବେ। ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ … Read More

ରାଜ୍ୟରେ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କାୟା ବିସ୍ତାର କରୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ … Read More

ପାକିସ୍ତାନର ୫ ଲକ୍ଷ ମୁସଲମାନ ଇଦ୍ ପାଳନ କରିବେ ନାହିଁ: ମରିୟମ ସରକାରଙ୍କ କଡ଼ା ଆଇନ

ଇସଲାମାବାଦ: ପାକିସ୍ତାନରେ ପ୍ରାୟ ୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅହମଦିଆ ମୁସଲିମ୍ ସମ୍ପ୍ରଦାୟକୁ ଏଥର ବକ୍ରିଇଦ୍ ପାଳନ କରିବାକୁ ଅନୁମତି ଦିଆଯିବ ନାହିଁ। ମରିୟମ ନୱାଜ ସରକାରଙ୍କ ଅଧୀନରେ ଥିବା ଲାହୋର ହାଇକୋର୍ଟ ବାର ଆସୋସିଏସନ ପଞ୍ଜାବ ପୁଲିସକୁ ଏକ ଚିଠି … Read More

ରକ୍ତ ଅଭାବରୁ ନାବାଳକର ମୃତ୍ୟୁ ! ନ୍ୟାୟ ଦାବିରେ ଧାରଣାରେ ବସିଲେ ପରିବାର

ରାୟଗଡ଼ା: ଆବଶ୍ୟକ ସମୟରେ ଓଡ଼ିଶା ରକ୍ତ କେନ୍ଦ୍ର ରାୟଗଡ଼ାରୁ ରକ୍ତ ନମିଳିବାରୁ ଜଣେ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ବର୍ଗ। ମୃତ ନାବାଳକ ହେଲେ ରାଜୀବ ଟାକିରି (୯)। ସେ ଜ୍ୱରରେ ପୀଡ଼ିତ ଥିବାରୁ ପରିବାର ଲୋକେ … Read More

ଢେଙ୍କାନାଳ ହେବ ଓଡ଼ିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା: ୨୬ ହଜାର ଯୁବକ ଯୁବତୀ ପାଇବେ ନିଯୁକ୍ତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ … Read More

ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ

ଭୁବନେଶ୍ବର : ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ବବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା କିମ୍ବା … Read More

ଚାଲାଣ ପାଇଁ ରଖାଯାଇଥିବା ୨୮୦ ବାଛୁରୀ ଉଦ୍ଧାର, ଗୋଶାଳାକୁ ସୁରକ୍ଷିତ ସ୍ଥାନାନ୍ତର

ବାରିପଦା : ମୟୂରଭଞ୍ଜ ଜିଲ୍ଲା ପୁଲିସକୁ ବଡ଼ ସଫଳତା ମିଳିଛି। ଜିଲ୍ଲା ସୀମାବର୍ତ୍ତୀ ଅଞ୍ଚଳରେ ଆତର୍କିତ ଚଢ଼ଉ କରି ପୁଲିସ ୨୮୦ରୁ ଊର୍ଦ୍ଧ୍ବ ବାଛୁରୀ ଉଦ୍ଧାର କରିଛି। ପୁଲିସ ଟିମ୍‌ ବୁଧବାର ଭୋର ସକାଳୁ ଅତର୍କିତ ଚଢ଼ାଉ କରି ବାଲେଶ୍ୱର-ମୟୂରଭଞ୍ଜ ଜିଲ୍ଲା … Read More

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

ନିମାପଡା : ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ୍ ଠାରେ ୨ଦିନଆ ଉତ୍କର୍ଷ ନିମାପଡ଼ା-୨୦୨୫ ସମ୍ମିଳନୀକୁ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଉଦ୍‌ଘାଟନ କରିଛନ୍ତି। ଏହି ସମାରୋହରେ ରାଜ୍ୟପାଳ ପ୍ରଥମେ ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ … Read More

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ଏଏସଆଇ

ବ୍ରହ୍ମପୁର: ଗିରଫ ଭୟ ଦେଖାଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ମହିଳା ପୁଲିସ ଅଧିକାରୀ। ସେ ହେଉଛନ୍ତି ବ୍ରହ୍ମପୁର ମହିଳା ଥାନାର ଏଏସ୍‌ଆଇ ବବିତା ସୁନା। ଏଏସ୍‌ଆଇ ବବିତା ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ … Read More