ସ୍ଵଚ୍ଛ ଓ ଉତ୍ତମ ସରକାରର ଦର୍ପଣ ହେଉଛି ରାଜସ୍ୱ ବିଭାଗ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର … Read More

ରାତି ଅନିଦ୍ରା ହୋଇ ଅପରେଶନ ସିନ୍ଦୁର ଟ୍ରାକ୍ କରୁଥିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରେଶନ ସିନ୍ଦୁର ବିମାନ ଆକ୍ରମଣକୁ ରାତିସାରା ନୀରିକ୍ଷଣ କରୁଥିଲେ। ଏଥିସହିତ ପାକିସ୍ତାନର ପରମାଣୁ ବ୍ଲାକମେଲକୁ ଖାତିର ନ କରି କିପରି ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଆକ୍ରମଣ କଲା, ତାହାକୁ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ … Read More

ମାର୍ଚ୍ଚ ୨୦୨୭ରୁ ଜନଗଣନା: ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ: ଦେଶରେ ୧ ମାର୍ଚ୍ଚ ୨୦୨୭ରୁ ଜାତି ଜନଗଣନା କରାଯିବ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ଯୋଜନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର … Read More

ବିପର୍ଯ୍ୟୟ ପ୍ରଶମନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ: ପି. କେ. ମିଶ୍ର

ଜେନେଭା: ସ୍ବିଜରଲ୍ୟାଣ୍ଡର ଜେନେଭାଠାରେ ଜାତିସଂଘ ପକ୍ଷରୁ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଅଷ୍ଟମ ବୈଶ୍ବିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ବିପର୍ଯ୍ୟୟ ପ୍ରଶମନ ପ୍ରତି … Read More

ଆରସିବିର ବିଜୟ ଶୋଭାଯାତ୍ରା ଫିକା ପଡ଼ିଲା: ଦଳାଚକଟାରେ ୭ ମୃତ, ୨୦ରୁ ଅଧିକ ଆହତ

ବେଙ୍ଗାଲୁରୁ: ଆରସିବି ଦଳ ଆଇପିଏଲ ୨୦୨୫ କପ୍ ଜିତିଛି ଏବଂ ଏହା ପରେ ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ସମଗ୍ର ଦଳକୁ ସମ୍ମାନିତ କରାଯାଉଛି। କିନ୍ତୁ, ଏହି ସମ୍ମାନ ସମୟରେ ଏପରି କିଛି ଘଟିଛି, ଯାହା କେହି ଆଶା କରି ନଥିଲେ। ଚିନ୍ନାସ୍ୱାମୀ … Read More

ବିହାରକୁ ମିଳିଲା ବଡ ଉପହାର: ରକ୍ସୌଲରୁ ହଳଦିଆକୁ ଯୋଡ଼ିବ ଏକ୍ସପ୍ରେସୱେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରକ୍ସୌଲରୁ ହଳଦିଆ ପର୍ଯ୍ୟନ୍ତ ଏକ ନୂତନ ଛଅ ଲେନ୍ ବିଶିଷ୍ଟ ଗ୍ରୀନଫିଲ୍ଡ ଏକ୍ସପ୍ରେସୱେ ନିର୍ମାଣକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପରେ ପ୍ରାୟ ୫୪୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ମଧ୍ୟ … Read More

ସେନା କର୍ମଚାରୀଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଦିଅନ୍ତୁ, ଗଣମାଧ୍ୟମକୁ ପ୍ରତିରକ୍ଷା ମନ୍ତ୍ରଣାଳୟର ପରାମର୍ଶ

ନୂଆଦିଲ୍ଲୀ : ଦେଶରେ ଥିବା ସମସ୍ତ ଗଣମାଧ୍ୟମ ସଂସ୍ଥାଗୁଡିକ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । କାର୍ଯ୍ୟରତ ସେନା କର୍ମଚାରୀ , ଅବସରପ୍ରାପ୍ତ ସେନା କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଜଣାଇବା … Read More

ଜୁନ୍ ୬ରୁ ଆରମ୍ଭ ହେବ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆସନ୍ତା ୬ତାରିଖରୁ ୯ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର (ବିଏଫ୍ଏଫ୍) ଦ୍ୱିତୀୟ ସଂସ୍କରଣ। ଚାରିଦିନ ବ୍ୟାପି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସହିତ ୯ଟି ଭାଷାର କ୍ଲାସିକ୍ … Read More

ମଧ୍ୟପ୍ରଦେଶରେ ସଡ଼କ ଦୁର୍ଘଟଣାରେ ଚାଲିଗଲା ୯ ଜୀବନ; ୨ ଗୁରୁତର

ଝାବୁଆ: ମଧ୍ୟପ୍ରଦେଶର ଝାବୁଆ ଜିଲ୍ଳାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ସିମେଣ୍ଟ୍‌ରେ ଭର୍ତ୍ତି ହୋଇଥିବା ଏକ ଟ୍ରକ୍‌ଟି ଏକ କାର୍‌ ଉପରେ ଓଲଟି ପଡ଼ିବାକୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ୯ ଜଣ ମୃତଙ୍କ ବ୍ୟତୀତ ଆହୁରି ଦୁଇ ଜଣ ଗୁରୁତର … Read More

ଜୁଲାଇ ୨୧ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଜୁଲାଇ ୨୧ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏନେଇ ସଂସଦୀୟ କାର୍ଯ୍ୟମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । ସୂଚନା ମୁତାବକ ଏହି ଅଧିବେଶନ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି କ୍ରମରେ … Read More