ଗାଜା ଏବଂ ବିଦେଶରେ ଥିବା ହମାସ ନେତାମାନଙ୍କୁ ନିପାତ କରିବା ପାଇଁ ଇସ୍ରାଏଲର ଯୋଜନା

ଜେରୁଜେଲମ: ଗାଜାରେ ନିଜର ଅଭିଯାନ ଆରମ୍ଭ କରିବା ପରଠାରୁ, ଇସ୍ରାଏଲ ଅନେକ ହମାସ ନେତା ଏବଂ କମାଣ୍ଡରଙ୍କୁ ଟାର୍ଗେଟ କରିସାରିଛି ଏବଂ ଗାଜାରେ ଥିବା ପ୍ରାୟ ସମସ୍ତ ବରିଷ୍ଠ ହମାସ ଅଧିକାରୀଙ୍କୁ ମଧ୍ୟ ହତ୍ୟା କରିଛି। ଏକ ସାମ୍ପ୍ରତିକ ରିପୋର୍ଟରୁ ଜଣାପଡିଛି … Read More

୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ହେଲେ ଆମକୁ ୮, ୮.୫ ରୁ ୯% ଅଭିବୃଦ୍ଧି ଆବଶ୍ୟକ

ନୂଆଦିଲ୍ଲୀ,୩।୬: ପୂର୍ବତନ ଆରବିଆଇ ଗଭର୍ଣ୍ଣର ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ରଘୁରାମ ରାଜନ ଏକ ସାକ୍ଷାତକାରରେ କହିଛନ୍ତି, “ମୁଁ ବହୁ ଦିନ ଧରି ଜୋର ଦେଇ କହୁଛି—ଯଦି ଆମେ ୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ଚାହୁଁ, ତେବେ ଆମକୁ ୮, ୮.୫ ରୁ … Read More

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜ୍ୟୋତି ମାଲହୋତ୍ରାଙ୍କ ପରେ ଗିରଫ ହେଲେ ଆଉ ଜଣେ ୟୁଟ୍ୟୁବର

ଚଣ୍ଡିଗଡ଼,୪।୬: ଜ୍ୟୋତି ମାଲହୋତ୍ରାଙ୍କ ପରେ ଆଉ ଜଣେ ୟୁଟ୍ୟୁବରଙ୍କୁ ଭାରତ ସହ ବିଶ୍ୱାସଘାତକତା କରିବା ଅଭିଯୋଗରେ ଗିରଫ କରାଯାଇଛି। ସେ ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ସନ୍ଦେହ କରାଯାଉଛି। ପୋଲିସ ତାଙ୍କୁ ପଞ୍ଜାବର ରୂପନଗରରୁ ଗିରଫ କରିଛି। କୁହାଯାଉଛି ଯେ ଜସବୀର … Read More

ସରଣ୍ଡା ଅପରେସନ୍ ଟିମ୍ କୁ ବଡ଼ ସଫଳତା: ଆଜି ପୁଣି ଜବତ ହେଲା ୭୦୦ କେଜି ଲୁଟ୍ ବିସ୍ଫୋରକ

କୋଇଡା: ଗତ ମଙ୍ଗଳବାର ୨୭ ତାରିଖ ସକାଳ ୯ ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନ‌ା ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ … Read More

୬ ତାରିଖରେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖାଲି ପଡ଼ିଥିବା … Read More

ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ୫ ରୋଗୀଙ୍କ ମୃତ୍ୟୁ: ଡିଏମଇଟି ପକ୍ଷରୁ ୫ ଜଣିଆ ଟିମ୍ ଗଠିତ, ଆସନ୍ତାକାଲି ରିପୋର୍ଟ ଦେବେ

କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭୁଲ ଇଞ୍ଜେକସନ୍ ଯୋଗୁ ୫ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଏମଇଟି । ଏଥିଲାଗି ୫ ଜଣିଆ ଟିମ୍ ଗଠନ କରାଯାଇଛି। ବ୍ରହ୍ମପୁରର ଏମକେସିଜିରୁ ୩ … Read More

ଦୈନିକ କରୋନା ପଜିଟିଭ ସଂଖ୍ୟା ୪ ହଜାର ଟପିଲା: ତାଲିକାରେ ଶୀର୍ଷରେ କେରଳ

ନୂଆଦିଲ୍ଲୀ: ଦେଶରେ ପୁଣି ଡରାଇଲାଣି କରୋନା ମହାମାରୀ। ଦୈନିକ ୧ ହଜାରରୁ ଅଧିକ ପିଜିଟିଭ୍ ଚିହ୍ନଟ ହେଉଛନ୍ତି। ଏକାଧିକ ଲୋକଙ୍କର ମୃତ୍ୟୁ ହେଉଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ପଜିଟିଭ୍ ସଂଖ୍ୟା ୪ ହଜାର ଅତିକ୍ରମ କରିଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ … Read More

ଟ୍ରାଫିକ୍ ପୋଷ୍ଟ ନିକଟ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ସହରାଞ୍ଚଳର ଟ୍ରାଫିକ୍ ପୋଷ୍ଟ ନିକଟ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି। ଏନେଇ ସେ ସବୁ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୦ … Read More

କମଲଙ୍କୁ ଭର୍ତ୍ସନା କଲେ କର୍ଣ୍ଣାଟକ ହାଇକୋର୍ଟ

ନୂଆଦିଲ୍ଲୀ: କନ୍ନଡ-ତାମିଲ ଭାଷାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଭିନେତା କମଲ ହାସନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଭର୍ତ୍ସନା କରିଛନ୍ତି। ହାଇକୋର୍ଟ କମଲଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି,‘ “ଆପଣଙ୍କର କହିବାର ଅଧିକାର ଅଛି, କିନ୍ତୁ ଲୋକଙ୍କ ଭାବନାକୁ ଆଘାତ ଦେବାରେ କୌଣସି … Read More

ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ବର: ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ପାଇଁ ମୁଁ ନିଜେ ୯ ଜଣ ଜେଇଇ ଓ ବିଡ଼ିଓଙ୍କୁ ନିଳମ୍ବନ କରିଛି । ଆମକୁ କିଛି ଅଭିଯୋଗ ଆସିଥିଲା , ଏହା ପରେ ବିଭାଗ ତଦନ୍ତ ନିର୍ଦ୍ଦେଶ … Read More